Latest Odisha News

BREAKING NEWS

Browsing Tag

Rain

୪୮ ଘଣ୍ଟାରେ ଲଘୁଚାପ ! ୨୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା । ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଉତ୍ତରପଶ୍ଚିମ ବଙ୍ଗୋପାସଗର ଓ ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।…

୪୮ ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ, ୫ ଦିନ ଯାଏ ବର୍ଷିବ

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରଭାବରେ ରାଜ୍ୟରେ ମୌସୁମୀ ବର୍ଷା ଲାଗି…

ସୃଷ୍ଟି ହେଲା ଲଘୁଚାପ, ୫ ଦିନ ଯାଏ ବର୍ଷିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଉତ୍ତର ଓଡ଼ିଶା-ପାର୍ଶ୍ଵବର୍ତ୍ତୀ ଗାଙ୍ଗୀୟ ପଶ୍ଚିମ ବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଉ ଏକ ଘୂର୍ଣ୍ଣିବଳୟ ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ…

୧୮ରୁ ଅତି ପ୍ରବଳ ବର୍ଷା, ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୧୬ ତାରିଖ ସୁଦ୍ଧା ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ।…

ମୌସୁମୀର ଲୁଚକାଳି ଖେଳ, ପଡ଼ିଆ ପଡ଼ିଛି ରାୟଗଡ଼ା ୭୦ ଭାଗ ଧାନ ଜମି

ରାୟଗଡ଼ା: ପ୍ରକୃତିର ପ୍ରକୋପ ସାଙ୍ଗକୁ ମୌସୁମୀର ଲୁଚକାଳି ଖେଳ ଯୋଗୁଁ ଏ ବର୍ଷର ଚାଷୀ ଭାଇ ଚିନ୍ତାରେ । ଚଳିତ ଥର ବର୍ଷା ଅଭାବ ଯୋଗୁଁ ଧାନବିଲରେ ଏ ଯାଏ ଆଶାନୁରୂପ ରୁଆ ବେଉଷଣା ହୋଇପାରି ନାହିଁ । ଆଷାଢ଼ ଯାଇ ଶ୍ରାବଣ ମଝି ହେବାକୁ ବସିଲାଣି ହେଲେ ମୌସୁମୀ ବର୍ଷାର ଦେଖା ନାହିଁ । ବର୍ଷା…

୧୦ ତାରିଖ ଯାଏ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ଦେବଗଡ଼ ଜିଲ୍ଲାର ବାରକୋଟ ଠାରେ ସର୍ବାଧିକ ୧୨୭.୬ ମିମି ବର୍ଷା ରେକର୍ଡ ହୋଇଛି । ସେହିଭଳି ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆ ଠାରେ ୧୦୪ ମିମି ଓ ରାୟଗଡ଼ାର ଗୁଣପୁର ଠାରେ ୮୭.୪ ମିମି ବର୍ଷା ରେକର୍ଡ କରାଯାଇଛି ।…

୫ ଦିନ ଯାଏ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ଦିନ ଯାଏ ବର୍ଷା ହେବ । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆଜି ପାଇଁ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,…

ସ୍ୱାଭାବିକ ହେବ ମୌସୁମୀ, ୫ରୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ରାଜ୍ୟକୁ ଅଗ୍ରସର ହୋଇଥିଲେ ମଧ୍ୟ ଗୁଳୁଗୁଳି ଲାଗି ରହିଛି । ମୌସୁମୀର ନିମ୍ନଚାପ ରେଖା ସ୍ୱାଭାବିକ ଠାରୁ ଦକ୍ଷିଣରେ ରହିଥିବାରୁ ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହୋଇପାରେ । ଘଡ଼ଘଡ଼ି ବର୍ଷା ନେଇ…

ଆସନ୍ତା ୩ରୁ ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଭିଜିବ ଓଡ଼ିଶା । ଜୁଲାଇ ୩ରୁ ହେବ ପ୍ରବଳ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜୁଲାଇ ୩ ଓ ୪ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର,…

ପାଣିପାଗ ବିଭାଗର ଚେତାବନୀ: ଏହି ଦୁଇ ଦିନ ପାଇଁ ଜାରି କଲା ୟେଲୋ ୱାର୍ଣିଂ

ଭୁବନେଶ୍ୱର: ଆଗାମୀ ୫ଦିନ ପାଇଁ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ହେଲା ସତର୍କ ସୂଚନା । ରାଜ୍ୟର କେତେକାଂଶରେ ପାଗ ମେଘୁଆ ରହିବା ସହ ସ୍ଥାନେ ସ୍ଥାନେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨ ଓ ୩ ତାରିଖ ବେଳକୁ ଦକ୍ଷିଣ ଓ…