Latest Odisha News

BREAKING NEWS

Browsing Tag

Rain

ଆଗାମୀ ୪୮ ଘଣ୍ଟାରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ରଜ ପରେ ଓଡ଼ିଶା ଛୁଇଁବ !

ଭୁବନେଶ୍ୱର: ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । https://twitter.com/mcbbsr/status/1666321217052344320…

ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରରେ ୪୪ ଟପିଲା ପାରଦ, ଆଉ ୫ ଦିନ କାଳବୈଶାଖୀ

ଭୁବନେଶ୍ୱର: ଓଡ଼ିଶା ଜଳୁଛି । ଦିନ ୯ଟା ପରେ ଘରୁ ବାହାରିବା ମୁସ୍କିଲ୍ ହୋଇ ପଡ଼ୁଛି । ଅସହ୍ୟ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ ହେଉଥିବା ବେଳେ କାଳବୈଶାଖୀ ବର୍ଷା ଯନ୍ତ୍ରଣାକୁ ଆହୁରି ଅସହ୍ୟ କରୁଛି । ଆଜି ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା…

ବଜ୍ରପାତରେ ଜଳିଗଲା ଦୁଇ ବଖରା ଘର,୨ ଆହତ

କୁଜଙ୍ଗ: ବରିହାଡିହା ଗାଁରେ ଅଘଟଣ । ବଜ୍ରପାତରେ ଜଳିଗଲା ଦୁଇ ବଖରା ଘର । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ ବରିହାଡିହା ଗାଁରେ ବଜ୍ରପାତରେ ଦୁଇ ବଖରା ଘର ଜଳିଯିବା ସହ ୨ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କାଳବୈଶାଖୀ ବର୍ଷା, ପବନ ସହ…

୫ ଦିନ ଲାଗି ରହିବ କାଳବୈଶାଖୀ, ୭ ଜିଲ୍ଲାରେ ଛେଚିବ କୁଆପଥର

ଭୁବନେଶ୍ୱର: ଆଗାମୀ ୫ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ଲାଗି ରହିବ । ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନ ସହ ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ୫ ଦିନ ଯାଏ ତାପମାତ୍ରା ୪୨ ଡିଗ୍ରୀ…

କାଳବୈଶାଖୀ ବର୍ଷା, କ୍ଷୟକ୍ଷତି ରିପୋର୍ଟ ମାଗିଲେ ଏସ୍ଆରସି

ଭୁବନେଶ୍ୱର: ଗୁରୁବାର ମଧ୍ୟାହ୍ନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ଜୋରରେ ପବନ ହୋଇଥିଲା । ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ଯିବା ସହ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । କାଳବୈଶାଖୀରେ ହୋଇଥିବା କ୍ଷୟକ୍ଷତି ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଭାବିତ ଜିଲ୍ଲାପାଳଙ୍କୁ…

ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି: ଆଇଏମଡି

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ଲଘୁଚାପ ଆଜି ରାତିରେ ବାତ୍ୟାରେ ପରିଣତ ହେବ । ଏହା ପରେ ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଶକ୍ତିଶାଳୀ ହେବ । ତେବେ ଓଡ଼ିଶା ଉପରେ ଆସୁଥିବା ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ । ଏନେଇ ସୂଚନା…

ରାଜ୍ୟକୁ ଫେରିଲା ତାତି, ୪୦ ଉପରେ ୭ ସହର

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସାମାନ୍ୟ ବଢ଼ିଛି । କାଳବୈଶାଖୀ ପ୍ରଭାବ କମିବା ପରେ ରାଜ୍ୟରେ ବୃଦ୍ଧି ପାଇଛି ତାପମାତ୍ରା । ଆଜି ରାଜ୍ୟର ୭ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ସୁଦ୍ଧା ଲଘୁଚାପ

ବାରିପଦା: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ଘନୀଭୂତ ହୋଇ ୯ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏହାପରେ ଅବପାତ ବାତ୍ୟାର ପରିଣତ ହୋଇ ଉତ୍ତରପଶ୍ଚିମ…

ସନ୍ଧ୍ୟା ୭ଟା ଯାଏ କଟକ, ଭୁବନେଶ୍ୱର ସହ ୧୦ ଜିଲ୍ଲାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ରାଜ୍ୟର ୧୦ ଜିଲ୍ଲାରେ କାଳବୈଶାଖୀ ବର୍ଷା ସନ୍ଧ୍ୟା ୭ଟା ଯାଏ ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟ୍ୱିନ୍ ସିଟି ସହ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ନେଇ ଜଗତସିଂହପୁର,…

ଗ୍ରୀଷ୍ମ ଋତୁ ବାତ୍ୟାର ଗତି ଜଟିଳ, ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ଆଶଙ୍କା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ଗ୍ରୀଷ୍ମ ଋତୁ ବାତ୍ୟାର ଗତି ଜଟିଳ । ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି…