Latest Odisha News

BREAKING NEWS

Browsing Tag

Rain

ମେ ୧୧ ବେଳକୁ ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା !

ଭୁବନେଶ୍ୱର: ଏପ୍ରିଲ୍ ମାସ ସରିଯାଇଛି।  କିନ୍ତୁ ଭାରତୀୟ ସାଗରରେ କୌଣସି ବାତ୍ୟା ଆସିନି । ଲଗାତାର ଚତୁର୍ଥ ବର୍ଷ ପାଇଁ ଏପ୍ରିଲରେ ବାତ୍ୟା ଆସି ନଥିବା ବେଳେ ଶେଷ ଥର ପାଇଁ ୨୦୧୯ ଏପ୍ରିଲରେ ବାତ୍ୟା ଫନି ଆସିଥିଲା । ବଙ୍ଗୋପସାଗରରେ ଅବପାତ ଏପ୍ରିଲ ୨୭ରେ ବାତ୍ୟା ଫନିରେ ପରିଣତ ହୋଇଥିଲା । ୩୦…

ସନ୍ଧ୍ୟା ୬ଟା ଯାଏ ୧୮ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ୧୮ ଜିଲ୍ଲାରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସନ୍ଧ୍ୟା ୬ଟା ଯାଏ ୧୮ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝୁଙ୍କ ପବନ ସହ ବଜ୍ରପାତ ଓ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ,…

କାଳବୈଶାଖୀ ଓ ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ମେ ୫ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବା ବେଳେ ରାଜ୍ୟରେ କାଳବୈଶାଖୀ ଆଉ ୪ରୁ ୫ ଦିନ ଲାଗି ରହିବ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୪ ତାରିଖ ସକାଳ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି…

ଆଉ ୫ ଦିନ ଘଡ଼ଘଡ଼ି ବର୍ଷା, ୩୦ରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଆଉ ୫ ଦିନ ଲାଗି ରହିବ । ୨ ତାରିଖ ଯାଏ ଘଡ଼ଘଡ଼ି ବର୍ଷା ହେବାକୁ ଥିବା ବେଳେ ୩୦ ତାରିଖରେ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ…

ମେ ୫ ଯାଏ ଆଶ୍ୱସ୍ତି, ବୃଦ୍ଧି ପାଇବନି ଦିନର ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାବାସୀଙ୍କୁ ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ବଢ଼ିବନି ଦିନର ତାପମାତ୍ରା । ବଙ୍ଗୋପ ସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଶିକ୍ଷା ଓ…

ଆଉ ୫ ଦିନ କାଳବୈଶାଖୀ, ୨୪ ଘଣ୍ଟା ପାଇଁ ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଉତ୍ତରପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୧.୫ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଅନ୍ୟପଟେ ରାଜ୍ୟରେ ଆଉ ୫ ଦିନ ଘଡ଼ଘଡ଼ି ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ଆଗାମୀ…

କାଳବୈଶାଖୀ ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ…

୨୬ ଯାଏ ଘଡ଼ଘଡ଼ି ବର୍ଷା, ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ହେବ ଝୁଙ୍କ ପବନ

ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଦିନ ଯାଏ କାଳବୈଶାଖୀ ବର୍ଷା ହେବ । ୨୬ ତାରିଖ ଯାଏ ଘଡ଼ଘଡ଼ି ବର୍ଷା ଓ କୁଆପଥର ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି । ୨୫ ତାରିଖରୁ ବର୍ଷାର ପରିମାଣ କମିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆଗାମୀ…

୫ ଦିନ ଯାଏ କାଳବୈଶାଖୀ, ୨ ଦିନ ଛେଚିବ କୁଆପଥର

ଭୁବନେଶ୍ୱର: ତାତିରୁ ତ୍ରାହି । ୫ ଦିନ ବର୍ଷା । ଅସହ୍ୟ ଗରମ ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି । ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ୨୫ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ…

ଆଗାମୀ ୩ ଘଣ୍ଟାରେ ୧୫ ଜିଲ୍ଲାରେ କାଳବୈଶାଖୀ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ତାତିରୁ ଆଶ୍ୱସ୍ତି ମିଳିଛି । ପାଣିପାଗରେ ପରିବର୍ତ୍ତନ ଆସିବା ସହ ତାତିରେ ବ୍ରେକ୍ ଲାଗିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଜିଲ୍ଲାରେ କାଳବୈଶାଖୀ ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ…