Latest Odisha News

BREAKING NEWS

Browsing Tag

Rainfall

ଓଡିଶାର ୧୪ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା 

ଭୁବନେଶ୍ୱର: କଟକ, ଭୁବନେଶ୍ୱର ସମେତ ଓଡିଶାର ୧୪ଟି ଜିଲ୍ଲାରେ ଆଜି ସନ୍ଧ୍ଯା ସୁଦ୍ଧା ବର୍ଷା ଓ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- କଟକ, ଗଞ୍ଜାମ, ପୁରୀ, ବରଗଡ଼, କେନ୍ଦୁଝର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ଖୋର୍ଦ୍ଧା…

ବର୍ଷା ପରେ କାହିଁକି ଦୃଶ୍ୟମାନ ହୁଏ ଇନ୍ଦ୍ରଧନୁ ?

ବ୍ୟୁରୋ : ଆପଣମାନେ ନିଶ୍ଚିତ ଭାବେ ଆକାଶରେ ଇନ୍ଦ୍ରଧନୁକୁ କିଛି ସମୟ ପାଇଁ ଦେଖିଥିବେ। ପ୍ରାୟତଃ ଏହା ବର୍ଷାଦିନରେ ଦେଖାଯାଏ। ଏହାଛଡ଼ା ଆକାଶରେ ଏକାସଙ୍ଗରେ ବିଭିନ୍ନ ରଙ୍ଗ ଦେଖିବାକୁ ମଳିଥାଏ। ଯାହା ଧନୁ ପରି, ତେଣୁ ଏହାକୁ ଇନ୍ଦ୍ରଧନୁ କୁହାଯାଏ। ତେବେ ଆପଣଙ୍କ ମନକୁ କେବେ ପ୍ରଶ୍ନ ଆସିଛି…

ଆଜିଠୁ ଦୁଇ ଦିନ ଭୀଷଣ ବର୍ଷା ସମ୍ଭାବନା

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ ।  ନଦୀ ଜଳସ୍ତର ଆହୁରି ବଢ଼ିବା ସହ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। https://twitter.com/mcbbsr/status/1558066698737307648 ଲଘୁଚାପ ପ୍ରଭାବରେ ଦୁଇ ଦିନ ଭୀଷଣ ବର୍ଷା ହେବ ।  ରାଜ୍ୟର ବିଭିନ୍ନ…

ରାଜ୍ୟରେ ଲାଗିରହିଛି ଝଡିବର୍ଷା, ପୁରୀରେ ସର୍ବାଧିକ ବର୍ଷିଛି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା। ଦୁଇ ଦିନ ହେଲା ବର୍ଷୁଛି। ସକାଳରୁ ରାତି ଯାଏ ଲାଗି ରହିଛି ଝଡି ବର୍ଷା। ଅବିରତ ଭାବରେ ବର୍ଷା ଚାଲିଛି।  ଗତ ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି।  ଗତକାଲି ସକାଳ ୮ଟା ୩୦ରୁ ଆଜି ସକାଳ ୬ଟା ୩୦ ମଧ୍ୟରେ ପୁରୀରେ…

ଓଡ଼ିଶାରେ ଜୁନରେ ୧୭% କମ୍ ବର୍ଷା, ୧୪ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଜୁନରେ ବର୍ଷା ହୋଇଛି । କିନ୍ତୁ ଜୁନରେ ବର୍ଷା ପରିମାଣ କମିଛି । ସ୍ୱାଭାବିକଠାରୁ ୧୭ ପ୍ରତିଶତ କମ୍ ବର୍ଷା ହୋଇଛି । ଅର୍ଥାତ୍ ସ୍ୱାଭାବିକ ବର୍ଷା ୨୧୭ ମିଲିମିଟର ଥିବା ବେଳେ ଜୁନ୍ ୧ରୁ ଆଜି ଭିତରେ ୧୮୧.୩ ମିଲିମିଟର ବର୍ଷା…

ବାତ୍ୟା ‘ୟଶ୍’ ପ୍ରଭାବ, ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ୟଶ୍’ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ବାତ୍ୟା ‘ୟଶ୍’ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ପୋର୍ଟବ୍ଲେୟାର ଠାରୁ ୬୩୦ କିଲୋମିଟର, ଦକ୍ଷିଣ-ଦକ୍ଷିଣ ପୂର୍ବରେ…

ରାଜଧାନୀ ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୨ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଭୁବନେଶ୍ୱର, ଗଞ୍ଜାମ, କଳାହାଣ୍ଡି, ଗଜପତି, ଖୋର୍ଦ୍ଧା,…

ଆଜିଠାରୁ ଲଘୁଚାପ ବର୍ଷାରେ ଭିଜିବ ସାରା ରାଜ୍ୟ

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠାରୁ ଏହାର ପ୍ରଭାବରେ ଅନେକ ସ୍ଥାନରରେ ବର୍ଷା ଆରମ୍ଭ ହୋଇଯାଇଛି । ପାଣିପାଗ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର…

ପାଣିପାଗ ବିଭାଗର ସତର୍କ ସୂଚନା: ଏହି ୯ ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୯ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କେନ୍ଦ୍ରାପଡା, ଜଗତସିଂହପୁର,…

ଘଡଘଡି ସହ ବର୍ଷା ଆଶଙ୍କା: ୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବରଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ,…