Latest Odisha News

BREAKING NEWS

Browsing Tag

Rainfall alert

ବାତ୍ୟା ଅସାନି ପାଇଁ ଆଜି ମାଲକାନଗିରିରେ ସବୁ ସ୍କୁଲ ଛୁଟି

ମାଲକାନଗିରି: ବାତ୍ୟା ଅସାନି ଓଡ଼ିଶା ଆସିବ ନାହିଁ । ଆନ୍ଧ୍ର ଛୁଇଁ ପୁଣି ଥରେ ସମୁଦ୍ର ଭିତରକୁ ଚାଲିଯିବ । ଏହାର ପ୍ରଭାବ କିନ୍ତୁ ଓଡ଼ିଶାରେ ଦେଖିବାକୁ ମିଳିପାରେ । ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ଆଜି ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଆଜି ସମସ୍ତ…

ଆଜିଠୁ କମିବ ଶୀତ, ପଶ୍ଚିମା ଝଡ଼ ପ୍ରଭାବରେ ୧୮ରୁ ହାଲ୍‌କା ବର୍ଷିବ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ରାତି ତାପମାତ୍ରା ବଢିବ । ଶୀତ କମିବ । ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧୭ ତାରିଖ ଯାଏ ପାଗ ଶୁଖିଲା ରହିବ । ୧୮ ତାରିଖରୁ ପଶ୍ଚିମ…

ଦୁଇ ଦିନ ପରେ କମିବ ଶୀତ, ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ବର୍ଷା

ଭୁବନେଶ୍ୱର: ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୧୬ ତାରିଖରୁ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଆଜିଠୁ ରାଜ୍ୟରେ ଦୁଇ ଦିନ ବର୍ଷା, ୧୧ରୁ ବଢ଼ିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଦୁଇ ଦିନ ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠୁ ହାଲୁକା ବର୍ଷା ହେବ । ଆସନ୍ତାକାଲି ବୃଦ୍ଧି ହେବ ବର୍ଷାର ବିସ୍ତୃତି । ଏହି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଆଭ୍ୟନ୍ତରୀଣ ଓ ଆସନ୍ତାକାଲି ଉପାନ୍ତରୁ ଉପକୂଳ ଯାଏ ପଶ୍ଚିମା…

କାଲିଠୁ ଓଡ଼ିଶାକୁ ଦୁଇ ଦିନ ଭିଜାଇବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ କମିଛି ଶୀତର ପ୍ରକୋପ । ରାତିର ତାପମାତ୍ରା ବଢ଼ିଛି । ଆଜି ରାଜ୍ୟର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼ ଓ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । କାଲିଠୁ ରାଜ୍ୟକୁ ଭିଜାଇବ…

ପାଣିପାଗ ବିଭାଗର ସତର୍କ ସୂଚନା: ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୩ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଗଜପତି, ରାୟଗଡା ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା…

ଟ୍ଵିନ ସିଟି ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୦ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଭୁବନେଶ୍ୱର, ଯାଜପୁର, କଟକ, ଖୋର୍ଦ୍ଧା, ଗଂଜାମ, ଗଜପତି,…

ଟ୍ଵିନ ସିଟି ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ,ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…

ବଜ୍ରପାତ ସହ ବର୍ଷା ଆଶଙ୍କା; ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୯ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କୋରାପୁଟ, ରାୟଗଡା, ଢେଙ୍କାନାଳ, କେନ୍ଦ୍ରାପଡା,…

ରାଜ୍ୟର ଏହି ୯ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୯ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ,…