ଜୁନରେ ରାଜ୍ୟର କେଉଁ ଜିଲ୍ଲାରେ କେତେ ବର୍ଷା ? କେଉଁଠି ଅଧିକ ଓ କେଉଁଠି ନିଅଣ୍ଟିଆ
ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ବର୍ଷ ଜାରି ରହିଛି । ଜୁନ ମାସରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସ୍ୱାଭାବିକଠାରୁ ୮ ପ୍ରତିଶତ ଅଧିକ ବର୍ଷା ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…