କଂଗ୍ରେସ ନେତା ରାଜ ବବ୍ବରଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ
ଲକ୍ଷ୍ନୌ: କଂଗ୍ରେସ ନେତା ରାଜ ବବ୍ବରଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ହୋଇଛି । ଜଣେ ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ମାମଲାରେ ତାଙ୍କୁ ଲକ୍ଷ୍ନୌର ଏକ କୋର୍ଟ ଦୁଇ ବର୍ଷ ଜେଲ ଦଣ୍ଡ ସହ ୮ହଜାର ୫୦୦ ଟଙ୍କା ଜୋରିମନା ଶୁଣାଇଛନ୍ତି ।
୧୯୯୬ ମେ' ନିର୍ବାଚନ ସମୟରେ ରାଜ୍ ଜଣେ ନିର୍ବାଚନ…