ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି କରୋନା ସଂକ୍ରମିତ
ଜୟପୁର: ଭାଇରସ କବଳରେ ଭିଆଇପି । ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଇନ୍ଦ୍ରଜିତ ମହାନ୍ତି କରୋନା ସଂକ୍ରମିତ । କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ।
ଅଶୋକ ଗେହଲଟ୍ ଟ୍ୱିଟ୍ କରି ଜଷ୍ଟିସ…