ରାଜୀବ ହତ୍ୟା ମାମଲାର ୬ ଅଭିଯୁକ୍ତଙ୍କୁ ଖଲାସ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ରାଜୀବ ଗାନ୍ଧୀ ହତ୍ୟା ଘଟଣାରେ ସଂପୃକ୍ତ ୬ ଜଣ ଅଭିଯୁକ୍ତଙ୍କୁ ଖଲାସ କରିବା ପାଇଁ ସୁପ୍ରିମକୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଯଦି ସେମାନଙ୍କ ବିରୋଧରେ ଅନ୍ୟ କୌଣସି ମାମଲା ନାହିଁ ତେବେ ସେମାନଙ୍କୁ ତୁରନ୍ତ ଖଲାସ କରିବା ପାଇଁ କୋର୍ଟ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ।…