Latest Odisha News
Browsing Tag

Rajiv Kumar

ଉଭୟ ଲୋକସଭା ଓ ବିଧାନସଭା ପାଇଁ ଆମେ ପ୍ରସ୍ତୁତ ଅଛୁ: ଇସିଆଇ 

ଭୁବନେଶ୍ୱର:ସରିଲା ସମୀକ୍ଷା। ନିର୍ବାଚନକୁ ନେଇ ଗୁରୁତ୍ବପୂର୍ଣ୍ଣ ଦିଗ ଉପରେ ଆଲୋକପାତ କଲେ ନିର୍ବାଚନ ଆୟୋଗ। ସାମ୍ୱାଦିକ ସମ୍ମିଳନୀ କରି ଦେଇଛନ୍ତି ସୂଚନା। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ। ସମସ୍ତ ଜିଲ୍ଲାପାଳ ଏବଂ ଏସପି ସବୁ ରାଜନୈତିକ ଦଳ ପ୍ରତି ସମାନ…

ଓଡ଼ିଶାରେ ମୁଣ୍ଡପିଛା ଆୟ ୨୦୧୧ରୁ ବଢ଼ିଛି

ଭୁବନେଶ୍ୱର: ୨୦୧୧ଠାରୁ ଓଡ଼ିଶାରେ ମୁଣ୍ଡପିଛା ଆୟ ବଢ଼ିଛି । ୨୦୧୧ ରୁ ୨୦୨୦ ପର୍ୟ୍ୟନ୍ତ ଓଡ଼ିଶାର ମୁଣ୍ଡପିଛା ଆୟ ଦେଶର ଆୟର ତୁଳନାରେ ଅଧିକ । ଏକଥା କହିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । ସେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ…

ଆଜି ନୀତି ଆୟୋଗ ଉପାଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ସ୍ୱତନ୍ତ୍ର ଫୋକସ ରାଜ୍ୟ ଦାବି ରଖିବ ଓଡ଼ିଶା

ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । ଆଜି ରାଜ୍ୟ ସରକାରଙ୍କ ସହ ବୈଠକ ଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ଅଧିକାରୀଙ୍କ ସହ ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଆଜି ଦିନ ୧୧ଟାରୁ ଗୋଟାଏ ଯାଏ…

କରୋନା କବଳରେ ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନର

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ବିସ୍ଫୋରକ ରୂପ ନେଉଛି । ନୂଆ ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ଓ ନିର୍ବାଚନ କମିଶନର ରାଜୀବ କୁମାର ଉଭୟ କୋଭିଡ୍ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ନିର୍ବାଚନ ଆୟୋଗର ଶୀର୍ଷ ଦୁଇ ଅଧିକାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନୀଲ…

ରାଜୀବ କୁମାର ନୂଆ ନିର୍ବାଚନ କମିସନର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପୂର୍ବତନ ଅର୍ଥ ସଚିବ ତଥା ରାଷ୍ଟ୍ରାୟତ ଚୟନ ବୋର୍ଡର ଅଧ୍ୟକ୍ଷ ରାଜୀବ କୁମାର ହେଲେ ନୂଆ ନିର୍ବାଚନ କମିସନର । ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ନିଯୁକ୍ତି ଦେଇଛନ୍ତି । ନର୍ବାଚନ କମିଶନର ଅଶୋକ ଲାଭାସାଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି…