Latest Odisha News
Browsing Tag

Rajya Sabha

ଓଡ଼ିଶା ଠାରୁ ମେଟ୍ରୋ ରେଳ ପ୍ରୋଜେକ୍ଟ ନେଇ କୌଣସି ପ୍ରସ୍ତାବ ମିଳିନାହିଁ: କେନ୍ଦ୍ର

ନୂଆଦିଲ୍ଲୀ: ଓଡ଼ିଶାରେ କୌଣସି ମେଟ୍ରୋ ରେଳ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ମିଳିନାହିଁ । ରାଜ୍ୟସଭାରେ ବିଜେପି ସାଂସଦ ଅଶ୍ୱିନୀ ବୈଷ୍ଣଭଙ୍କ ଅଣତାରକା ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି କେନ୍ଦ୍ର ସହର ଓ ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂହ ପୁରୀ । ଭିତ୍ତିଭୂମି ବିକାଶ ଓ…

ଆଜି ଶେଷ ହୋଇପାରେ ଉଭୟ ଗୃହର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ଆଜି ଉଭୟ ସଦନର ମୌସୁମୀ ଅଧିବେଶନ ଶେଷ ହୋଇପାରେ । ୧ ଅକ୍ଟୋବର ଯାଏଁ ଚାଲିବାକୁ ଥିବା ସଂସଦର ମୌସୁମୀ ଅଧିବେଶନ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଆଜି ଶେଷ କରିବାକୁ ଉଭୟ ଶାସକ ଓ ବିରୋଧୀ ଦଳଙ୍କ ମତ ଲୋଡାଯାଇଥିବା ବେଳେ ଏଥିରେ ଉଭୟ ସହମତ ଥିବା ଜଣାପଡିଛି । ୧୪ ସେପ୍ଟେମ୍ବରରେ…

ନିଲମ୍ବିତ ସାଂସଦଙ୍କୁ ଚା’ ପିଆଇଲେ ରାଜ୍ୟସଭା ଉପାଧ୍ୟକ୍ଷ, ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କୃଷି ବିଲକୁ ବିରୋଧ କରି ରାଜ୍ୟସଭାରେ ହଙ୍ଗାମା କରିଥିବା ୮ଜଣ ସାଂସଦଙ୍କୁ ନିଲମ୍ବିତ କରାଯିବା ପରେ ସଂସଦ ବାହାରେ ଧାରଣାରେ ବସିଛନ୍ତି ସାଂସଦ । ହେଲେ ଆଜି ସକାଳୁ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଥିଲା । ଗାନ୍ଧିମୂର୍ତ୍ତି ତଳେ ଧାରଣାରେ ବସିଥିବା ନିଲମ୍ବିତ ସାଂସଦଙ୍କ…

କୃଷି ବିଲ୍‌କୁ ନେଇ ବିରୋଧ, ରାତିରେ ସଂସଦ ପରିସରରେ ବିରୋଧୀଙ୍କ ଧାରଣା

ନୂଆଦିଲ୍ଲୀ: କୃଷି ବିଲ୍ ପାରିତ ହେବା ପରେ ମଧ୍ୟ ରାଜ୍ୟସଭାରେ ଜାରି ରହିଛି ବିରୋଧ । କଂଗ୍ରେସ ସାଂସଦମାନେ ରାତିରେ ସଂସଦ ବାହାରେ ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଥିଲେ । ବିଲ୍‌ରେ ଦସ୍ତଖତ ନକରିବା ପାଇଁ ରାଷ୍ଟ୍ରପତିଙ୍କ ନିକଟକୁ ଅନୁରୋଧ କରିବାକୁ ଯିବା ବେଳେ ସୃଷ୍ଟି ହୋଇଥିଲା ଉତ୍ତେଜନା…

ରାଜ୍ୟସଭାରେ ବିଜେଡିର ଦାବି, ବିଜୁ ବାବୁଙ୍କ ନାଁରେ ନାମିତ ହେଉ ପାରାଦୀପ ବନ୍ଦର

ନୂଆଦିଲ୍ଲୀ: ପାରାଦୀପ ବନ୍ଦରକୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରାଯାଉ। ଆଜି ରାଜ୍ୟସଭାରେ ଏଭଳି ଦାବି କରିଛନ୍ତି ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ। ରାଜ୍ୟସଭାରେ ଶୂନ୍ୟକାଳରେ ଲିଖିତ ଆକାରରେ ପ୍ରସନ୍ନ ଆଚାର୍ଯ୍ୟ ଏଭଳି ଦାବି କରିଥିବା ଜଣା ପଡ଼ିଛି। ତାଙ୍କର ଏହି ଦାବିକୁ…

ଅନ୍ନଦାତାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ରାଜ୍ୟ ସଭାରେ ଆଜି ପାରିତ ହୋଇଛି କୃଷି ବିଲ୍ । ବିରୋଧୀଙ୍କ ବିରୋଧ ସତ୍ତ୍ୱେ କୃଷି ବିଧେୟକ ଉପରେ ଅନ୍ତିମ ମୋହର ବାଜିଛି । ଏହାପରେ ପ୍ରଧନାମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଇଟ୍ କରି ଦେଶର ସମସ୍ତ କୃଷକ ତଥା ଅନ୍ନଦାତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଇଟ୍ କରି…

ରାଜ୍ୟସଭାରେ ପାସ୍ ହେଲା କୃଷି ବିଲ୍‌

ନୂଆଦିଲ୍ଲୀ: ରାଜ୍ୟସଭାରେ ପାସ୍ ହେଲା କୃଷି ବିଲ୍ । ଜୋରଦାର ହଙ୍ଗାମା ଭିତରେ କୃଷି ବିଲ ରାଜ୍ୟସଭାରେ ପାରିତ ହୋଇଛି । ଧ୍ୱନିମତରେ ପାସ ହୋଇଛି କୃଷି ବିଲ । ଏହାସହ ବିରୋଧୀ ଦଳ ଉପସଭାପତିଙ୍କ ଆସନ ସମ୍ମୁଖରେ ଜୋରଦାର ହଟ୍ଟଗୋଳ କରିଛନ୍ତି । ତେବେ ବିରୋଧୀଙ୍କ ହଙ୍ଗମା ମଧ୍ୟରେ ରାଜ୍ୟସଭାରେ…

ରାଜ୍ୟସଭା ଉପାଧ୍ୟକ୍ଷ ଆସନରେ ଓଡ଼ିଆ ସାଂସଦ

ନୂଆଦିଲ୍ଲୀ: ରାଜ୍ୟସଭା ଉପାଧ୍ୟକ୍ଷ ଆସନନରେ ଓଡ଼ିଆ ସାଂସଦ । ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ଗୃହକାର୍ଯ୍ୟ ତୁଲାଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । ମହାମାରୀ ରୋଗ ସଂଶୋଧନ ବିଲ୍‌-୨୦୨୦ର ଆଲୋଚନା ବେଳେ ସସ୍ମିତ ପାତ୍ର ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବା ସହ ଗୃହକାର୍ଯ୍ୟ…

ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ଶିବୁ ସୋରେନଙ୍କ ସମେତ ଅନ୍ୟ ୧୪

ନୂଆଦିଲ୍ଲୀ: ସୋମବାର ରାଜ୍ୟସଭାରେ ଶପଥ ଗ୍ରହଣ କରିଛନ୍ତି ୧୫ଜଣ ନବ ନିର୍ବାଚିତ ସଦସ୍ୟ । ଏମାନଙ୍କ ମଧ୍ୟରେ ରହିଛନ୍ତି ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା ମୁଖ୍ୟ ଶିବୁ ସୋରେନ, ଡିଏମକେ ନେତା ତିରୁଚି ଶିବ ଏବଂ ବିଜେପିର ସୟଦ ଜାଫର ଇସଲାମ। କୋଭିଡ଼-୧୯ ମହାମାରୀକୁ ଦୃଷ୍ଟିରେ ରଖି ସଂସଦର ମୌସୁମୀ…

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସସ୍ମିତ ପାତ୍ର : ୨୦ ବର୍ଷରେ ପ୍ରଥମ ଥର ସ୍ଥାନ ପାଇଲେ ଜଣେ ଓଡିଆ ସାଂସଦ

ଭୁବନେଶ୍ୱର: ବିଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇ ରାଜ୍ୟସଭା ଉପାଧ୍ୟକ୍ଷଙ୍କ ପ୍ୟାନେଲରେ ସ୍ଥାନ ପାଇଛନ୍ତି ଜଣେ ଓଡିଆ ସାଂସଦ । ବିଜେଡି ସାଂସଦ ସସ୍ମିତ ପାତ୍ର ଏହି ପ୍ୟାନେଲରେ ସ୍ଥାନ ପାଇଛନ୍ତି । ଏହି ପ୍ୟାନେଲରେ ସ୍ଥାନ ପାଇବା ଫଳରେ ଅଧ୍ୟକ୍ଷଙ୍କ ଆବଶ୍ୟକତା ଅନୁସାରେ ଗୃହକାର୍ଯ୍ୟ…