Latest Odisha News

BREAKING NEWS

Browsing Tag

Rajya Sabha

ମାର୍ଚ୍ଚ ୨୬ରେ ହେବ ରାଜ୍ୟସଭା ଆସନ ଲାଗି ନିର୍ବାଚନ

ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ୧୭ଟି ରାଜ୍ୟର ମୋଟ୍ ୫୫ ରାଜ୍ୟସଭା ସିଟ୍ ଲାଗି ମତଦାନ ଅନୁଷ୍ଠିତ ହେବ । ଏନେଇ ଭାରତ ନିର୍ବାଚନ ଆୟୋଗ (ଇସିଆଇ) ମଙ୍ଗଳବାର ଦିନ ଘୋଷଣା କରିଛନ୍ତି । ଓଡିଶାରୁ ଅନୁଭବ ମହାନ୍ତି, ରଞ୍ଜିବ ବିଶ୍ୱାଳ, ନରେନ୍ଦ୍ର ସ୍ୱାଇଁ, ସରୋଜିନୀ ହେମ୍ବ୍ରମଙ୍କ…

ପାସ୍ ହେଲା ‘ତିନି ତଲାକ୍’ ବିଲ୍

ନୂଆଦିଲ୍ଲୀ: ଲୋକସଭାରେ ତିନି ତଲାକ୍ ବିଲକୁ ମଞ୍ଜୁରୀ ମିଳିବା ପରେ ପରିଶେଷରେ ମଙ୍ଗଳବାର ଦିନ ଏହି ବିଲ୍ ରାଜ୍ୟସଭାରେ ପାସ୍ ହୋଇଛି । ମିଳିଥିବା ସୂଚନାନୁଯାୟୀ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ବିଲକୁ ଗୃହରେ ଉପସ୍ଥାପିତ କରିଥିଲେ । ଯଦି କେହି ମୁସଲିମ୍ ବ୍ୟକ୍ତି ତାଙ୍କ…

ସସ୍ମିତ ପାତ୍ରଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ରାଜ୍ୟସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଇଛନ୍ତି । ସେହିପରି ଦଳର ଆଉ ଜଣେ ସଦସ୍ୟ ଅମର ପଟ୍ଟନାୟକଙ୍କୁ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ସାଧାରଣ ସମ୍ପାଦକ ଭାବେ…

ରାଜ୍ୟସଭାରେ ସାଂସଦ ଅଶ୍ୱିନୀ ବୈଷ୍ଣବ ଓଡିଆରେ ଶପଥ ନେଲେ

ନୂଆଦିଲ୍ଲୀ : ନବନିର୍ବାଚିତ ରାଜ୍ୟସଭା ସଦସ୍ୟ ଭାବେ ବିଜେପି ସାଂସଦ ଅଶ୍ୱିନୀ ବୈଷ୍ଣବ ସୋମବାର ଦିନ ଓଡିଆରେ ଶପଥ ଗ୍ରହଣ କରିଛନ୍ତି । ଗୃହ ଆରମ୍ଭ ହେବାର କିଛି ସମୟ ପରେ ରାଜ୍ୟସଭାର ସଭାପତି ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଅଶ୍ୱିନୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।…

ରାଜ୍ୟସଭା ଉପନିର୍ବାଚନ: ଅମର, ସସ୍ମିତ ଓ ଅଶ୍ୱିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ଲାଗି ଓଡିଶାରୁ ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଓ ଅଶ୍ୱିନୀ ବୈଷ୍ଣବ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଶୁକ୍ରବାର ଦିନ ଏହି ୩ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଏବଂ…

ରାଜ୍ୟସଭା ଉପନିର୍ବାଚନ: ଅମର, ସସ୍ମିତ ଓ ଅଶ୍ୱିନୀଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ଲାଗି ଓଡିଶାରୁ ୩ ଜଣ ପ୍ରାର୍ଥୀ ସୋମବାର ଦିନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆଜି ବିଧାନସଭା ମିଟିଂ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡି ପକ୍ଷରୁ ୨ ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ନାମାଙ୍କନ ପତ୍ର…

ରାଜ୍ୟସଭା ନିର୍ବାଚନ: ଦେଇଥିବା ପ୍ରତିଶ୍ରୁତି ରଖିପାରିବେ ତ ନବୀନ?

ଭୁବନେଶ୍ୱର : ରାଜ୍ୟସଭାରେ ୩ଟି ସାଂସଦ ସିଟ୍ ଖାଲି ପଡିଥିବା ବେଳେ ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇପଡିଛି । ଏହି ଆସନ ଲାଗି ଭୁବନେଶ୍ୱରର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଓ ବ୍ରହ୍ମପୁରର ପୂର୍ବତନ ବିଜେଡି ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଆଶାୟୀ ପ୍ରାର୍ଥୀଙ୍କ…

ବାରିପଦା ବିଧାନସଭା ଆସନରୁ ବିଜେଡି ଟିକେଟରେ ଲଢିବେ ସରୋଜିନୀ ହେମ୍ବ୍ରମ୍

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରିପଦା ବିଧାନସଭା ଆସନ ଲାଗି ଦଳର ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମଙ୍କ ନାମ ରବିବାର ଦିନ ଘୋଷଣା କରିଛନ୍ତି । ପୂର୍ବତନ ମନ୍ତ୍ରୀ ଚୈତନ୍ୟ ପ୍ରସାଦ ମାଝିଙ୍କ ଝିଅ ହେଉଛନ୍ତି ସରୋଜିନୀ । ଏହି ଆସନରୁ ପୂର୍ବରୁ…