ମନ ମୋହୁଛି ମିଶନ ଶକ୍ତିର ଘାସ ଓ ଧାନର ରାକ୍ଷୀ
ଭୁବନେଶ୍ୱର: ଅଗଷ୍ଟ ୩ ତାରିଖରେ ରାକ୍ଷୀ ପୂର୍ଣ୍ଣିମା । ସଂସ୍କୃତି ଓ ପରମ୍ପରାର ଏହି ପର୍ବ କିନ୍ତୁ ଏଥର କରୋନା ମହାମାରୀ ପାଇଁ ଫିକା ପଡିଯାଇଛି। ବଜାରରେ ମଧ୍ୟ ଏଥର ଭଳିକି ଭଳି ରାକ୍ଷୀର ଆସର ଜମିନାହିଁ । ତେବେ ମନ ମୋହୁଛି ମିଶନ ଶକ୍ତିର ଦେଶୀ ରାକ୍ଷୀ । ସବାଇ ଘାସ, ଧାନ, ଚାଉଳ, ମୁଗ,…