Latest Odisha News

BREAKING NEWS

Browsing Tag

Raksha Bandhan

ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା; ଦୁଇ ପ୍ରଭୁଙ୍କୁ ରାକ୍ଷୀ ବାନ୍ଧିଲେ ଦେବୀ ସୁଭଦ୍ରା

ପୁରୀ: ଆଜି ପବିତ୍ର ଗହ୍ମା ପୂର୍ଣ୍ଣିମା । ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ମଧ୍ୟାହ୍ନ ଧୂପ ପରେ ଭଉଣୀ ସୁଭଦ୍ରା ଦୁଇ ଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଛନ୍ତି । ଭାଇଭଉଣୀ ପବିତ୍ର…

[ଦେଖନ୍ତୁ ଭିଡିଓ] ଇତିହାସରୁ ପୁରାଣ ଯାଏ ରାକ୍ଷୀ…

ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ହିନ୍ଦୁ ପର୍ବ ଯାହା ଭାରତରେ ବିଭିନ୍ନ ସ୍ଥାନରେ ପାଳନ କରାଯାଇଥାଏ । ଏହା ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ। ତେଣୁ ଏହାକୁ ଶ୍ରାବଣ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହି ପର୍ବ ଭାଇ ଏବଂ ଭଉଣୀଙ୍କ ମଧ୍ୟରେ ସଂପର୍କର ବନ୍ଧନକୁ…

ରାତି ପାହିଲେ ରକ୍ଷା ବନ୍ଧନ, ପାଟରା ସେବକଙ୍କ ଘରେ ଚାଲିଛି ବିଶାଳ ରାକ୍ଷୀର ପ୍ରସ୍ତୁତି

ପୁରୀ: ରାତି ପାହିଲେ ରକ୍ଷା ବନ୍ଧନ । ଭାଇ ଭଉଣୀ ଭିତରେ ଥିବା ସ୍ନେହ ଓ ପବିତ୍ର ବନ୍ଧନ ରାକ୍ଷୀ ପୂର୍ଣ୍ଣିମା । ଏହି ଦିନ ଭାଇର ସୁରକ୍ଷା ଓ ଉନ୍ନତି କାମନା କରି ଭଉଣୀଟିଏ ଭାଇ ହାତରେ ବାନ୍ଧିଥାଏ ରାକ୍ଷୀ । ଶ୍ରୀମନ୍ଦିରରେ ମହାବାହୁଙ୍କ ବାହୁରେ ରାକ୍ଷୀ ବାନ୍ଧିବେ ଭଗିନୀ ସୁଭଦ୍ରା । ସ୍ନେହ ଓ…

ଆସୁଛି ଖିଲାଡି ଷ୍ଟାର ଅକ୍ଷୟଙ୍କ ନୂଆ ଫିଲ୍ମ !

ମୁମ୍ବାଇ: ଆଗାମୀ ଦିନରେ ଆସୁଛି ଅକ୍ଷୟ କୁମାରଙ୍କ ନୂଆ ଫିଲ୍ମ ରକ୍ଷା ବନ୍ଧନ । ଏ ନେଇ ଖୋଦ ଅକ୍କି ସୋସିଆଲ୍ ମିଡିଆରେ କନଫର୍ମ କରିଛନ୍ତି । ଏହି ଫିଲ୍ମଟିକୁ ସେ ନିଜ ଭଉଣୀ ଅଳକାଙ୍କୁ ଡେଡିକେଟ୍ କରିଛନ୍ତି । View this post on Instagram…