Latest Odisha News

BREAKING NEWS

Browsing Tag

ram charan

ଫ୍ୟାନ୍ସଙ୍କ ଧମକ, ‘ଗେମ ଚେଞ୍ଜର’ ରିଲିଜ ବିଳମ୍ବ ହେଲେ ଜୀବନ ହାରିବି.. 

ହାଇଦ୍ରାବାଦ: ସାଉଥ ସୁପରଷ୍ଟାର ରାମ ଚରଣ 'ଗେମ୍ ଚେଞ୍ଜର' ଫିଲ୍ମରେ କିଆରା ଆଡଭାନୀଙ୍କ ସହିତ ନଜର ଆସିବେ। ଏହି ଫିଲ୍ମର ନିର୍ଦ୍ଦେଶିକ ଶଙ୍କର। ଏହା ଜାନୁଆରୀ ୧୦, ୨୦୨୫ରେ ମୁକ୍ତିଲାଭ କରିବ। ଏହାରି ମଧ୍ଯରେ ଅଭିନେତାଙ୍କ ଫ୍ୟାନ୍ସ ମାନେ ତାଙ୍କୁ ଖୋଲାେଖାଲି ଧମକପୂର୍ଣ୍ଣ ଚିଠି ଲେଖିଛନ୍ତି।…

ବାପା ହେବାକୁ ଯାଉଛନ୍ତି ସାଉଥ୍‌ ସୁପରଷ୍ଟାର ରାମ ଚରଣ, ବେବୀ ବମ୍ପ ଫଟୋ ଶେୟାର କଲେ ଉପାସନା

ହାଇଦ୍ରାବାଦ: ବିବାହର ଦଶ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ସାଉଥ୍‌ ସୁପରଷ୍ଟାର ରାମ ଚରଣ। ସ୍ତ୍ରୀ ଉପାସନା କାମିନେନୀ ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ବେଶ ଉତ୍ସାହିତ ଅଛନ୍ତି। ପରିବାରରେ ଖେଳିଯାଇଛି ଆନନ୍ଦର ଲହରୀ । ମକର ସଂକ୍ରାନ୍ତି ଅବସରରେ ଉପାସନା ପ୍ରଥମ ଥର ଲାଗି ନିଜର ବେବି…

ଫିଲ୍ମ RRR: ସମସ୍ତ ପ୍ରଡକ୍ସନ୍ କ୍ରିଉ ମେମ୍ବରଙ୍କୁ ମିଳିଲା ସ୍ୱର୍ଣ୍ଣ ମୁଦ୍ରା

ଭୁବନେଶ୍ୱର: ଟଲିଉଡ୍ ମେଗାଷ୍ଟାର ରାମ ଚରଣ ପୁଣିଥରେ ନିଜ ବିଶାଳ ହୃଦୟର ଉଦାହରଣ ଦେଇଛନ୍ତି । ଫିଲ୍ମ "RRR"ର ସଫଳତା ପରେ ସେ ପ୍ରଡକ୍ସନ୍ ଟିମର ସମସ୍ତ କ୍ରିଉ ମେମ୍ବରଙ୍କୁ ୧୦ ଗ୍ରାମ ଓଜନର ସ୍ୱର୍ଣ୍ଣ ମୁଦ୍ରା ପ୍ରଦାନ କରିଛନ୍ତି । ସମସ୍ତ ସଦସ୍ୟଙ୍କୁ ତାଙ୍କ ପରିଶ୍ରମକୁ ସମ୍ମାନ ଜଣାଇ…

[ଭିଡିଓ] ୟୁକ୍ରେନ୍ ଅଙ୍ଗରକ୍ଷୀକୁ ସହାୟତା କଲେ ଟଲିଉଡ୍ ସୁପରଷ୍ଟାର୍ ରାମ ଚରଣ

ଭୁବନେଶ୍ୱର: ଋଷିଆର ଆକ୍ରମଣ ପରେ ଦୁର୍ଦ୍ଦିନ ଦେଇ ଗତି କରୁଛନ୍ତି ୟୁକ୍ରେନ୍ ବାସିନ୍ଦା । ଏଭଳି ସ୍ଥିତିରେ ଅନେକ ସେଲିବ୍ରିଟି ୟୁକ୍ରେନ୍‌ରେ ଫଶି ରହିଥିବା ଲୋକଙ୍କୁ ସହାୟତା କରିବା ଲାଗି ଚେଷ୍ଟା ଚଳାଇଛନ୍ତି । ତେବେ ଏହି ଧାରାରେ ଟଲିଉଡ୍ ସୁପରଷ୍ଟାର୍ ରାମଚରଣଙ୍କ ନାଁ ମଧ୍ୟ ସାମ୍ନାକୁ…

ତେଲଗୁ ଷ୍ଟାର ରାମ ଚରଣ କରୋନା ସଂକ୍ରମିତ

ହାଇଦ୍ରାବାଦ: କରୋନା ସଂକ୍ରମିତ ହୋଇଛନ୍ତି ତେଲଗୁ ଫିଲ୍ମ ଷ୍ଟାର ରାମ ଚରଣ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିଛି । ଆଜି ସକାଳୁ ସୋସିଆଲ୍ ମିଡିଆରେ ଏହି ସୂଚନା ଦେଇଛନ୍ତି ରାମ ଚରଣ । ଟ୍ୱିଟ୍ କରି ରାମ ଚରଣ ଲେଖିଛନ୍ତି, ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି ।…

ଏକାଠି ଆସୁଛନ୍ତି ଫରାହ ଖାନ, ପ୍ରଭୁଦେବା ଓ ସାଉଥ୍ ଷ୍ଟାର୍ ରାମ ଚରଣ !

ମୁମ୍ବାଇ: ବି ଟାଉନ୍‌ରେ ହଲ୍‌ଚଲ୍ । ଖୁବଶୀଘ୍ର ଆସୁଛି ଏକ ହ୍ୟୁଜ୍ ବଜେଟ୍ ପ୍ରୋଜେକ୍ଟ । ଏକାଠି ଦର୍ଶକଙ୍କ ସାମ୍ନାକୁ ଆସିବେ କିଛି ଜଣାଶୁଣା ନିର୍ଦ୍ଦେଶକ ତଥା ଅଭିନେତା । ଯେଉଁଥିରେ ସାମିଲ ଅଛନ୍ତି ଫରାହ ଖାନ, ପ୍ରଭୁଦେବାଙ୍କ ଭଳି କୋରିଓଗ୍ରାଫର୍ ଓ ସାଉଥ୍ ସୁପରଷ୍ଟାର ରାମ ଚରଣ । ତେବେ…