ରାମ ଗୋପାଳ ବର୍ମା ଯିବେ ଜେଲ?
ଲକ୍ଷ୍ନୈା: ,ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କୁ ନେଇ ବିବାଦୀୟ ଟୁଇଟ କରିଥିବା ଚଳଚ୍ଚିତ୍ର ନିର୍ଦେଶକ ରାମ ଗୋପାଳ ବର୍ମାଙ୍କୁ ୟୁପି ପୋଲିସ ଗିରଫ କରିପାରେ । ତାଙ୍କ ନାମରେ ମାମଲା ଦାଖଲ ହୋଇଛି । ପାଣ୍ଡବ, ଏବଂ କୈାରବଙ୍କ ସହ ମୁର୍ମୁଙ୍କୁ ଜୋଡି ବିବାଦୀୟ ଟୁଇଟ୍…