ଆରପାରିରେ ବରିଷ୍ଠ ଆଇନଜୀବୀ ରାମ ଜେଠମଲାନୀ
ନୂଆଦିଲ୍ଲୀ: ସୁପି୍ରମକୋର୍ଟର ବରିଷ୍ଠ ଆଇନଜୀବୀ ତଥା ପୂର୍ବତନ କେନ୍ଦ୍ର ଆଇନମନ୍ତ୍ରୀ ରାମ ଜେଠମଲାନୀଙ୍କ ଦିଲ୍ଲୀସ୍ଥିତ ବାସଭବନରେ ରବିବାର ଦିନ ଦେହାନ୍ତ ହୋଇଛି ।
ମୃତୁ୍ୟବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା ।
ଉଲ୍ଲେଖଯୋଗ୍ୟ, ସେ ବିଜେପିର ସାଂସଦ ଭାବେ ରହିଥିବା ବେଳେ ସେ…