ରମାଦେବୀ ବିଶ୍ୱବିଦ୍ୟାଳୟରେ ‘ପଠନର ଆନନ୍ଦ ଏବଂ ଶକ୍ତି’ ଉପରେ ଆଲୋଚନା
ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ 'ପଠନର ଆନନ୍ଦ ଏବଂ ଶକ୍ତି' ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଲୋଚନା ଚକ୍ରରେ ଲେଖକ ତଥା ସମାଲୋଚକ ଚନ୍ଦ୍ରହାସ ଚୌଧୁରୀ ମୁଖ୍ଯ ବକ୍ତା ଭାବେ ଯୋଗ ଦେଇ ‘ପଠନ' ମନୁଷ୍ଯ ଜୀବନର ଏକ ଆବଶ୍ୟକତା ବୋଲି ଦର୍ଶାଇଥିଲେ ।
ସେ ନିଜ…