ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର: ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ସ୍ୱର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଜନସେବାରେ…