Latest Odisha News
Browsing Tag

Ranbir Kapoor

‘ଧୁମ୍ ୪’ରେ ନଜର ଆସିବେ ରଣବୀର କପୁର

ମୁମ୍ବାଇ: ଆଦିତ୍ୟ ଚୋପ୍ରାଙ୍କ ସବୁଠୁ ବଡ ଫ୍ରାଞ୍ଚାଇଜ୍ 'ଧୁମ୍ ୪'ରେ ରଣବୀର କପୁର ଏଣ୍ଟ୍ରି କରିବେ ବୋଲି ଚର୍ଚ୍ଚା ହେଉଛି। ୨୦୦୪ରେ ମୁକ୍ତିଲାଭ କରିଥିବା 'ଧୁମ୍'ର ଏହା ଚତୁର୍ଥ ସିକ୍ୱେଲ୍। ତେବେ ଚର୍ଚ୍ଚା ହେଉଛି 'ଧୁମ୍ ୪'ରେ ଅଭିଷେକ ବଚ୍ଚନ ଏବଂ ଉଦୟ ଚୋପ୍ରା ଦେଖିବାକୁ ମିଳିବେନି।…

କାହିଁକି ଫ୍ୟାନଙ୍କ ଫୋନ ଫୋପାଡି ଦେଲେ ରଣବୀର? ସାମ୍ନାକୁ ଆସିଲା ସତ

ସୋସିଆଲ ମିଡିଆରେ ବଲିଉଡ ଆକ୍ଟର ରଣବୀର କପୁରଙ୍କର ଏକ ଭିଡିଓ ଭାଇରାଲ ହୋଇଥିଲା । ଏହି ଭିଡିଓକୁ ନେଇ ବଲିଉଡ ଫ୍ୟାନଙ୍କ ଭିତରେ ଚାଲିଥିଲା ବେଶ ଚର୍ଚ୍ଚା  । ଅଭିନେତା ରଣବୀର କପୁର ଜଣେ ଫ୍ୟାନଙ୍କର ମୋବାଇଲ ମାଗି ନେଇ ଫିଙ୍ଗି ଦେଇଥିବା ଭିଡିଓରେ ଦେଖିବାକୁ ମିଳିଛି । ସେଲିବ୍ରିଟିଙ୍କର…

ଶିଶୁ କନ୍ୟାକୁ ଜନ୍ମ ଦେଲେ ଆଲିଆ

ମୁମ୍ଵାଇ: ଫ୍ୟାନ୍ସଙ୍କୁ ଖୁସି ଖବର ଦେଲେ ଆଲିଆ । ଶିଶୁ କନ୍ୟାର ପିତାମାତା ହୋଇଛନ୍ତି ରଣବୀର-ଆଲିଆ। ଏନେଇ ଆଲିଆ ଭଟ୍ଟ ଏକ ଇନଷ୍ଟାଗ୍ରାମ ପୋଷ୍ଟ କରିଛନ୍ତି, ଯାହାକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି। କିଛି ସମୟ ପୂର୍ବରୁ ଆଲିଆ ଭଟ୍ଟ ଇନଷ୍ଟାରେ ଏକ ପୋଷ୍ଟ ସେୟାର କରିଛନ୍ତି । ଏହି…

‘ବ୍ରହ୍ମାସ୍ତ୍ର’ ଚଳଚ୍ଚିତ୍ରର ଓଡ଼ିଶା ଲିଙ୍କ୍, ଚର୍ଚ୍ଚାରେ ଯାଜପୁରର ପୁଅ ସୁବ୍ରତ

ଯାଜପୁର: ବଲିଉଡ୍ ଫିଲ୍ମ ‘ବ୍ରହ୍ମାସ୍ତ୍ର’କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ସିନେମାରେ କାମ କରିଛନ୍ତି ଓଡ଼ିଆ ପୁଅ । ‘ବ୍ରହ୍ମାସ୍ତ୍ର’ ଚଳଚ୍ଚିତ୍ରରେ ଭିଜୁଆଲ୍ ଇଫେକ୍ଟର ଭାବେ କାମ କରି ବେଶ ସୁନାମ ଅର୍ଜନ କରିଛନ୍ତି ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ସୁବ୍ରତ କୁମାର ପାଢ଼ୀ । ସୁବ୍ରତ ଆଇଟିଆଇ…

ବୟକଟ୍ ଭିତରେ ବ୍ରହ୍ମାସ୍ତ୍ର ହିଟ୍ ହେବ ନା ଫ୍ଲପ୍ ?

ମୁମ୍ବାଇ: ୨୦୨୨ର ସବୁଠୁ ବଡ଼ ଫିଲ୍ମ ବ୍ରହ୍ମାସ୍ତ୍ର ହିଟ୍ ହେବ ନା ଫ୍ଲପ୍ ? ବ୍ରହ୍ମାସ୍ତ୍ରକୁ ବୟକଟ୍ ଟ୍ରେଣ୍ଡ ଭିତରେ ଏହି ପ୍ରଶ୍ନ ସମସ୍ତଙ୍କ ମନରେ ରହିଛି । କିନ୍ତୁ ଏହାର ଜବାବ ଶୀଘ୍ର ହିଁ ମିଳିଯିବ । ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ବ୍ରହ୍ମାସ୍ତ୍ର ଆସନ୍ତା ୯…

ମାଆ ହେବାକୁ ଯାଉଛନ୍ତି ଆଲିଆ ଭଟ୍ଟ

ମୁମ୍ବାଇ: ଆଲିଆ ଦେଲେ ଖୁସି ଖବର । ବଲିଉଡର କ୍ୟୁଟ୍ ଅଭିନେତ୍ରୀ ଆଲିଆ ଭଟ୍ଟ ମାଆ ହେବାକୁ ଯାଉଛନ୍ତି । ଏନେଇ ସେ ଇନଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରି ସୂଚନା ଦେଇଛନ୍ତି । ଲେଖିଛନ୍ତି ଘରକୁ ଆମ ବେବି ଶୀଘ୍ର ଆସୁଛି । ରଣବୀର ଓ ଆଲିଆ ଦୁଇରୁ ତିନି ହେବାକୁ ଯାଉଛନ୍ତି । ଆଲିଆଙ୍କ ଏହି…

ଆସୁଛି “ଆନିମଲ୍‌”, ଏକାଠି ଦେଖାଦେବେ ରଶ୍ମିକା ଓ ରଣବୀର କାପୁର

ମୁମ୍ବାଇ: ବଲିଉଡରେ ପୁଣି ଏକ ନୂଆ ପ୍ରୋଜେକ୍ଟ ନେଇ ଆସୁଛନ୍ତି ଅର୍ଜୁନ୍ ରେଡ୍ଡୀ ଫେମ୍ ନିର୍ଦ୍ଦେଶକ ସନ୍ଦୀପ ରେଡ୍ଡୀ ଭାଙ୍ଗା । ଏଥର ତାଙ୍କ ଫିଲ୍ମରେ ରଣବୀର କାପୁର, ଅନୀଲ କାପୁର ଓ ବବି ଦିଓଲ ମଧ୍ୟ ନଜର ଆସିବେ । ଫିଲ୍ମର ଟାଇଟଲ ଆନିମଲ୍ ରହିଥିବାବେଳେ ଷ୍ଟାରକାଷ୍ଟ ଲିଷ୍ଟରେ ଜଣେ ଚର୍ଚ୍ଚିତା…

[ଭିଡିଓ] ରଣବୀର କପୁର ଓ ଆଲିୟା ଭଟ୍ଟଙ୍କ ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଯୋଡି ରଣବୀର କପୁର ଓ ଆଲିୟା ଭଟ୍ଟ । ଦୁହେଁ ଦୁହିଁଙ୍କ ପ୍ରେମରେ ମସଗୁଲ ଥିଲାବେଳେ ଆସନ୍ତାବର୍ଷ ବିବାହ କରିବାକୁ ଯାଉଛନ୍ତି । ଅନେକ ସମୟରେ ଏହି ଦୁଇଜଣ ଏକାଠି ନଜର ଆସିଥାନ୍ତି । ତେବେ ନିକଟରେ ଏହି ପ୍ରେମୀ ଯୁଗଳଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍…

ବଲିଉଡର ଚର୍ଚ୍ଚିତ ଯୋଡି ରଣବୀର- ଆଲିଆଙ୍କ ବିବାହ ସ୍ଥଗିତ । ଜାଣନ୍ତୁ କାରଣ?

ମୁମ୍ବାଇ: ଗତ କିଛି ବର୍ଷ ହେଲା ଡେଟିଂ କରିଆସୁଥିବା ବଲିଉଡର ଚର୍ଚ୍ଚିତ ଯୋଡି ରଣବୀର କାପୁର ଓ ଆଲିଆ ଭଟ୍ଟ ଚଳିତ ବର୍ଷ ବିବାହ କରିବେ ନାହିଁ । ଆସନ୍ତା ଡିସେମ୍ବର ମାସରେ ସେମାନଙ୍କ ବିବାହ ହେବ ବୋଲି ସ୍ଥିର ହୋଇଥିବା ବେଳେ ଏହା ଏବେ ୨୦୨୧କୁ ଘୁଞ୍ଚିଥିବା ଜଣାପଡିଛି । କରୋନା ମହାମାରୀ ଓ…