ଦହି ବାଇଗଣ
ଜ୍ୟୋତ୍ସ୍ନା ରାଣୀ ସାହୁଙ୍କ ରନ୍ଧାବଢ଼ାରୁ 'ଦହି ବାଇଗଣ'
ଆମର ନିତିଦିନିଆ ଖାଦ୍ୟରେ ଅନେକ ପନିପରିବା ଭିତରେ ବାଇଗଣର ଚାହିଦା ସବୁଠୁ ଅଧିକ। ଡାଲମା, ତରକାରୀ, ଶାଗ ଆଦିରେ ସହ ବାଇଗଣ ପଡ଼େ । ଆଜି ଆମେ ବାଇଗଣକୁ ନେଇ ଆଉ ଗୋଟିଏ 'ଦହି ବାଇଗଣ' ର ପ୍ରସ୍ତୁତି ଶିଖିବା।
ସାମଗ୍ରୀ : ଛୋଟ…