Latest Odisha News

BREAKING NEWS

Browsing Tag

Rape

ଲିଫ୍ଟ ଦେବା ବାହାନାରେ ନାବାଳିକାଙ୍କୁ ଦୁଷ୍କର୍ମ

ରାୟପୁର: ପୁଣି ଦୁର୍ଷ୍କମର ଶିକାର ହେଲେ ଜଣେ ନାବାଳିକା। ୧୫ ବର୍ଷିୟ ନାବାଳିକାଙ୍କୁ ତିନି ଜଣ ମିଶି ଦୁଷ୍କର୍ମ କରିଥିବା ଅଭିଯୋଗ। ଏଭଳି ଜଘନ୍ୟ କାଣ୍ଡ ଘଟିଛି ଛତିଶଗଡ଼ର ରାଜନନ୍ଦଗାଁରେ। ପୀଡ଼ିତାଙ୍କ ଅଭିଯୋଗକୁ ଆଧାର କରି ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରିଥିବା ଜଣାପଡ଼ିଛି। ଅଭିଯୁକ୍ତମାନେ…

ଛାତ୍ରୀଙ୍କୁ ଅପହରଣ ପରେ ୪ ଦିନ ଧରି ସ୍କୁଲ୍ ଗାଡ଼ି ଡ୍ରାଇଭର ଦୁଷ୍କର୍ମ କରିଥିବା ଅଭିଯୋଗ

ପାରାଦୀପ: ପାରାଦୀପରେ ଲଜ୍ଜା । ଅପହରଣ ପରେ ଛାତ୍ରୀଙ୍କୁ ୪ ଦିନ ଧରି ଦୁଷ୍କର୍ମ ସହ ସ୍କୁଲ୍ ଗାଡ଼ି ଡ୍ରାଇଭର ଅତ୍ୟାଚାର କରିଥିବା ଅଭିଯୋଗ ହୋଇଛି । ଏନେଇ ପାରାଦୀପ ଲକ୍ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଅଭିଯୁକ୍ତ ଅନୀଲ ନାୟକ ଓରଫ ଚିନୁକୁ ଗିରଫ କରିଛି । ନାବାଳିକାଙ୍କ ଡାକ୍ତରୀ…

[ଦେଖନ୍ତୁ ଭିଡିଓ] କାରରେ ଟେକି ନେଇ ଆଶାକର୍ମୀଙ୍କୁ ଦୁଷ୍କର୍ମ ପରେ ଫୋପାଡ଼ି ଦେଲେ

ପାରଦୀପ: ପାରାଦୀପରେ ଚାଞ୍ଚଲ୍ୟ । କାରରେ ଆସିଲେ, ରାସ୍ତାରୁ ଆଶାକର୍ମୀଙ୍କୁ ଅପରହରଣ ପରେ ଦୁଷ୍କର୍ମ କରି ଫିଙ୍ଗି ଦେଲେ । ଏଭଳି ଅଭିଯୋଗ ଆସିଛି ବନ୍ଦର ନଗରୀ ପାରାଦୀପରୁ । ପାରାଦୀପ ବନ୍ଦରାଞ୍ଚଳରେ ଜଣେ ଆଶା କର୍ମୀଙ୍କୁ ଅପହରଣ ପରେ ଦୁଷ୍କର୍ମ ନେଇ ଥାନାରେ ଅଭିଯୋଗ ହୋଇଛି । ପୀଡ଼ିତାଙ୍କ…

ଏଆଇଏମ୍‌ଆଇଏମ୍‌ ବିଧାୟକଙ୍କ ପୁଅ ଆଉ ପୁତୁରା ଗଣଦୁଷ୍କର୍ମ  ଅଭିଯୋଗରେ ଗିରଫ

ହାଇଦ୍ରାବାଦ:  ହାଇଦ୍ରାବାଦର ଜୁବିଲି ହିଲ୍‌ସ୍‌ରେ  ନାବାଳିକାଙ୍କ ସହିତ ହୋଇଥିବା ଗଣଦୁଷ୍କର୍ମ ଅଭିଯୋଗରେ ‘ଅଲ୍‌ ଇଣ୍ଡିଆ ମଜିଲି-ଇ-ଇତ୍ତେହାଦୁଲ୍‌ ମୁସ୍‌ଲିମ୍‌’ର (ଏଆଇଏମ୍‌ଆଇଏମ୍‌) ବିଧାୟକଙ୍କ ନାବାଳକ ପୁଅ ଏବଂ ପୁତୁରାଙ୍କୁ ଗିରଫ କରିଛି ପୋଲିସ । ମାମଲାରେ ସଂପୃକ୍ତ ୬ଜଣ…

ରାଉରକେଲାରେ ଲଜ୍ଜା, ନାବାଳିକା ଝିଅକୁ ବାପାର ଦୁଷ୍କର୍ମ ଅଭିଯୋଗ

ରାଉରକେଲା : ରାଉରକେଲା ସହରରେ ଲଜ୍ଜା । ନିଜର ୧୫ ବର୍ଷୀୟ ନାବାଳିକା ଝିଅକୁ ଦୁଷ୍କର୍ମ କରିଛି ବାପା । ଏନେଇ ପ୍ଲାଣ୍ଟ ସାଇଟ ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତା ନାବାଳିକା । ସବୁଠୁ ଚାଞ୍ଚଲ୍ୟକର କଥା ଏହା ଯେ, ଏ ସବୁକିଛି ଘଟଣା ବିଷୟରେ ଜାଣିଛି ଜନ୍ମକଲା ମା’ । ଅର୍ଥାତ ମା’ର ଜାଣତରେ…

ମାତିଛନ୍ତି ନର ପିଶାଚ, ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଅନୁଗୁଳ: ଜଣେ କଲେଜ ଛାତ୍ରୀଙ୍କ ହତ୍ୟା ମାମଲାକୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳର ଗିରିଧିବାସିଆ ଗାଁ । ଏକ ନାଳ ପାଖରେ ଥିବା ବୁଦାମୂଳରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ବୃଦ୍ଧି ପାଇଥିଲା । ଆଜି ସକାଳ ପ୍ରାୟ ୮ଟାବେଳେ ଘର ପାଖ ନାଳକୁ ଯୁବତୀ ଜଣକ…

ମହିଳା କନେଷ୍ଟବଳଙ୍କ ସହ ଦୁଷ୍କର୍ମ ଅଭିଯୋଗ, ଫାଣ୍ଡି ଅଧିକାରୀ ଗିରଫ

ବାଲେଶ୍ୱର: ଚାରିଆଡେ ଖେଳିଥିଲା ବାତ୍ୟା ୟାସ୍‌ର କୋକୁଆ ଭୟ । ସାଧାରଣ ଲୋକଙ୍କୁ ସୁରକ୍ଷା ଓ ସହାୟତା ଦେବା ପାଇଁ ନିୟୋଜିତ ହୋଇଥିଲେ ଓଡ୍ରାଫ୍‌, ଏନ୍‌ଡିଆରଏଫ୍ ଓ ପୋଲିସ ପ୍ରଶାସନ । ତେବେ ଖାସ କରି ବାତ୍ୟା ପରେ ପୋଲିସର ଭୂମିକାକୁ ମିଳିଥିଲା ଭୁରିଭୁରି ପ୍ରଶଂସା । ହେଲେ ବାତ୍ୟା ସମୟରେ ଜଣେ…

ଲିଭ୍-ଇନରେ ସହମତି ସମ୍ପର୍କ ଦୁଷ୍କର୍ମ ନୁହେଁ: ସୁପ୍ରମକୋର୍ଟ

ନୂଆଦିଲ୍ଲୀ: ଦୀର୍ଘ ଦିନ ଧରି ଲିଭ୍-ଇନରେ ରହିବା ଏବଂ ସହମତିରେ ରଖିଥିବା ସମ୍ପର୍କକୁ ଦୁଷ୍କର୍ମ କୁହାଯିବ ନାହିଁ । ସୋମବାର ସୁପ୍ରିକୋର୍ଟ ଏକ ମାମଲାର ଶୁଣାଣି କର ଏଭଳି କହିଛନ୍ତି । ପୁରୁଷ ଜଣଙ୍କ ମହିଳାଙ୍କୁ ବିବାହ କରିବାକୁ ଦେଇଥିବା କଥା ନ ରଖି ପାରିଲେ ଏହା ଦୁଷ୍କର୍ମ ବିବେଚିତ ହେବ…

କେତେ ମାରାତ୍ମକ ଟିଣ୍ଡର୍ ଆପ୍ଲିକେସନ୍ ?

ଭୁବନେଶ୍ୱର: ସଂପର୍କ ଯୋଡିବାକୁ ଡିଜିଟାଲ୍ ମାଧ୍ୟମ ଟିଣ୍ଡର୍ ଆପ୍ଲିକେସନ୍ । ଆଉ ଆବଶ୍ୟକତା ପଡୁନି ପ୍ରତ୍ୟକ୍ଷ ଭାବେ ଚିହ୍ନିବା କି ପରିଚିତ ହେବା । ବାସ୍ ଆପ୍ଲିକେସନ୍ ଡାଉନ୍‌ଲୋଡ୍ କରନ୍ତୁ, ଲଗ୍ ଇନ୍ କରି ଚାଟ୍ କରନ୍ତୁ । ପରେ ଦେଖା ସାକ୍ଷାତ କିମ୍ବା ଯାହାକୁ ଆମେ ଡେଟିଂ ଭାବେ ନାମିତ…

ଅଡୁଆରେ ଅକ୍ଷୟ, ଫିଲ୍ମ ବେଲ୍ ବଟମ୍ କ୍ରିଉ ବିରୋଧରେ ଦୁଷ୍କର୍ମ ଅଭିଯୋଗ !

ମୁମ୍ବାଇ: କରୋନା ମହାମାରୀକୁ ଖାତିର ନକରି ଅଭିନେତା ଅକ୍ଷୟ ସ୍କଟଲ୍ୟାଣ୍ଡରେ ପହଂଚିଥିଲେ ଖାସ ଫିଲ୍ମ ବେଲ୍ ବଟମର ସୁଟିଂ ପାଇଁ । ହେଲେ ଏବେ ସେହି ବେଲ୍ ବଟମ୍ ଫିଲ୍ମ ପାଇଁ ବିବାଦ ମୁଣ୍ଡ ଟେକିଛି । ଏହି ଫିଲ୍ମର କାଷ୍ଟିଂ ଡାଇରେକ୍ଟରଙ୍କ ବିରୋଧରେ ଆସିଛି ଦୁଷ୍କର୍ମ ଭଳି ସଙ୍ଗୀନ ଅଭିଯୋଗ ।…