ଜାଣନ୍ତୁ, କେମିତି କଟିବ ଆଜିର ଦିନ
ଆଜିର ରାଶି ଫଳ
ତା୪-୩-୨୦୨୧ ଗୁରୁବାର
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୧ ମସିହା ମାର୍ଚ୍ଚ ତା ୪ ରିଖ ଗୁରୁବାର କୁମ୍ଭ ୨୧ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ବିଶାଖା ନକ୍ଷତ୍ର ତୁଳା ଚନ୍ଦ୍ର
ଘାତ ବାର:- ତୁଳା ଓ କୁମ୍ଭ ରାଶିର
ଆଜିର ନିଷେଧ ଖାଦ୍ୟ :- ପିତା ଦ୍ରବ୍ୟ…