ଶ୍ରୀମନ୍ଦିରରେ ପଟିଦିଅଁ…
(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ)
ଶ୍ରୀଜଗନ୍ନାଥ ଜଣେ ସାଧାରଣ ମଣିଷଟିଏ ପରି ବୈଶାଖ ଜ୍ୟେଷ୍ଠ ମାସର ଗ୍ରୀଷ୍ମ ପ୍ରବାହ ଭିତରେ ଅତିଷ୍ଠ ହୋଇ ପୂର୍ଣ୍ଣିମା ତିଥିରେ ସ୍ନାନ କରନ୍ତି । ଶହେ ଆଠ ଗରା ପାଣିରୁ ପଇଁତିରିଶ…