Latest Odisha News

BREAKING NEWS

Browsing Tag

Rath Yatra

ରାଜ୍ୟରେ ୭୦୦ ଡେଇଁଲା ଦୈନିକ କରୋନା ସଂକ୍ରମଣ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା ଓ କଟକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କୋଭିଡ୍ ସଂକ୍ରମଣ । ୬ ତାରିଖରୁ ଦୈନିକ ୪ ଶହ ମାମଲା ଚିହ୍ନଟ ପରେ ୯ ତାରିଖରେ ଦୈନିକ ସଂକ୍ରମଣ ୫ ଶହ ଟପିଥିଲା । ଆଉ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ମାମଲା ୭ ଶହ ଡେଇଁଛି । ଦୈନିକ ସଂକ୍ରମଣ ମାମଲାରେ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା, କଟକ ଓ ସୁନ୍ଦରଗଡ଼ ଜିଲ୍ଲା…

ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ପୁରୀ ରଥ ଯାତ୍ରାରେ ବିଭିନ୍ନ ସେବା ପ୍ରଦାନ

ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ଶାଖା ଜେଏସପିଏଲ ଫାଉଣ୍ଡେସନ ପୁରୀ ରଥ ଯାତ୍ରା ୨୦୨୨ ଉତ୍ସବରେ ତିନି ଲକ୍ଷ ତିରିଶ ହଜାରରୁ ଅଧିକ ଲୋକଙ୍କୁ ବିଭିନ୍ନ ସେବା ପ୍ରଦାନ କରିଛି । ଜିଲ୍ଲା ପ୍ରଶାସନ ସମନ୍ଵୟରେ ଫାଉଣ୍ଡେସନ ପକ୍ଷରୁ ଭକ୍ତ ମାନଙ୍କ ପାଇଁ ଦେୟମୁକ୍ତ ଭୋଜନ, ଥଣ୍ଡା…

ଇଂଲଣ୍ଡର ମାଞ୍ଚେଷ୍ଟରଠାରେ ରଥଯାତ୍ରା ଆୟୋଜନ

ମାଞ୍ଚେଷ୍ଟର: ଇଂଲଣ୍ଡର ତୃତୀୟ ବୃହତ୍ତମ ମହାନଗର ମାଞ୍ଚେଷ୍ଟରଠାରେ ରଥଯାତ୍ରା ଉତ୍ସବ ଖୁବ ଯାକଜକମ ଓ ଜୋରଦାର ଢଙ୍ଗରେ ପାଳନ କରାଯାଇଛି । ଏହି ଉପଲକ୍ଷେ ସକାଳୁ ଚାରି ଦିଅଁ ବିରାଜମାନ କରୁଥିବା ଗୀତାଭବନ ଠାରେ ମୁଖ୍ୟ ପୂଜାରୀ ପଣ୍ଡିତ ଶ୍ୟାମ ସୁନ୍ଦର ଶର୍ମାଙ୍କର ତତ୍ତ୍ଵାବଧାନରେ ସ୍ୱତନ୍ତ୍ର…

ଗୁଜୁରାଟର ଅଡାଲଜ୍ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା

ଅହମଦାବାଦ: ଗୁଜୁରାଟର ଅଡାଲଜ୍ ଠାରେ ଥିବା ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି। କୋଭିଡ଼ ବାଧକତା ଯୋଗୁଁ ଗତ ଦୁଇ ବର୍ଷ ହେଲା ରଥଯାତ୍ରା ଉତ୍ସବ କେବଳ ସାଙ୍କେତିକ ଢଙ୍ଗରେ ପାଳନ କରାଯାଉଥିଲା। ଚଳିତ ବର୍ଷ କଟକଣା ଲାଘବ କରାଯାଇଥିବାରୁ ଭକ୍ତ ମାନଙ୍କ…

ଦିଲ୍ଲୀରେ ଭକ୍ତ-ଭଗବାନ ମିଳନ; ହଜ୍ ଖାସରେ ରଥଯାତ୍ରା

ନୂଆଦିଲ୍ଲୀ: ହଜ୍ ଖାସ ଭିଲେଜ୍ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ଜଗନ୍ନାଥ ମନ୍ଦିରଠାରେ ୪୪ତମ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି। କୋଭିଡ୍ ବାଧକତା ଯୋଗୁଁ ଗତ ଦୁଇ ବର୍ଷ ହେଲା ସାଙ୍କେତିକ ଢଙ୍ଗରେ ପାଳନ କରାଯାଉଥିଲା। ଚଳିତ ବର୍ଷ କଟକଣା ଲାଘବ କରାଯାଇଥିବାରୁ ଭକ୍ତଙ୍କ…

“କଂଗ୍ରେସ ସରକାରରେ ରଥଯାତ୍ରା ବେଳେ ଗୁଜୁରାଟ ଲୋକଙ୍କ ଭିତରେ ଦଙ୍ଗା ଭୟ ଥିଲା”

ଗାନ୍ଧୀନଗର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜୁରାଟରେ ରଥ ଯାତ୍ରା ପାର୍ବଣ ସମୟରେ କଂଗ୍ରେସକୁ ସାଂଘାତିକ ସମାଲୋଚନା କରିଛନ୍ତି । କଂଗ୍ରେସ ସରକାର ସମୟରେ ଗୁଜୁରାଟରେ ରଥଯାତ୍ରା ବେଳେ ଲୋକେ ଦଙ୍ଗା ଭୟରେ ରହୁଥିଲେ । କୌଣସି ମୁହୂର୍ତ୍ତରେ ଦଙ୍ଗା ହେବାର ଭୟ ଲୋକଙ୍କ ଭିତରେ ରହୁଥିଲା ।…

ରଥ ଯାତ୍ରା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି  ଏମ ଭେଙ୍କୟା ନାଇଡୁ ରଥ ଯାତ୍ରା ଅବସରରେ  ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି  ।  ରଥଯାତ୍ରାର ଶୁଭ ଅବସରରେ ଆମ ଦେଶର ଲୋକମାନଙ୍କୁ ମୁଁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବିବେଚନା କରାଯାଉଥିବା…

ରଥଯାତ୍ରା ପାଇଁ ଶ୍ରୀବାଣୀକ୍ଷେତ୍ର ଚଳଚଞ୍ଚଳ; ନବଦିନ ବ୍ୟାପୀ ଭଜନ ସମାରୋହ

ଭୁବନେଶ୍ୱର: ରଥଯାତ୍ରା ପାଇଁ କିସ୍‍ ଶ୍ରୀବାଣୀ କ୍ଷେତ୍ରରେ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ । ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ନୀତି ନିର୍ଘଣ୍ଟ ଅନୁଯାୟୀ ଶୁକ୍ରବାର ଅନୁଷ୍ଠିତ ହେଉଛି ରଥଯାତ୍ରା । ପୂର୍ବାହ୍ନ ୧୦ଘଣ୍ଟା ସମୟରେ ଶ୍ରୀଜୀଉମାନଙ୍କ…

ପୁରୀ ରଥଯାତ୍ରାରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର: ଘୋଷଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୧ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ହେବାକୁ ଥିବା ବେଳେ ରାଜ୍ୟରେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି । ଗତ ୧୯ ତାରିଖରୁ ଦୈନିକ କୋଭିଡ୍ ସଂକ୍ରମଣ ୪୦ ଉପରେ ରହୁଛି । ଗତ ୨୪ ଘଣ୍ଟାରେ ୬୯ ଜଣ ସଂକ୍ରମିତ ଚିହ୍ନଟ…

[ଦେଖନ୍ତୁ ଭିଡିଓ] ଅନ୍ତିମ ପର୍ଯ୍ୟାୟରେ ରଥ ନିର୍ମାଣ, ତିନିରଥ ଉପରକୁ ଉଠିଲା କଳସ

ପୁରୀ: ଆଜି ଅଣସର ତ୍ରୟୋଦଶୀ ତିଥି । ଗତକାଲି ପତିମହାପାତ୍ର ଓ ଦଇତାପତି ସେବାୟତ ମହାପ୍ରଭୁଙ୍କ ସୁସ୍ଥତା ଖବର ଗଜପତି ମହାରାଜାଙ୍କୁ ପ୍ରଦାନ କରିଥିଲେ । ଅଣସର ତ୍ରୟୋଦଶୀରେ ଘଣାଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର, ଖଳି ପ୍ରସାଦ ଓ ଖଡ଼ି ପ୍ରସାଦ ଲାଗି ହୋଇଥାଏ । ଅଣସର ଗୃହରେ ସମ୍ପୂର୍ଣ୍ଣ…