ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ
ପୁରୀ : ଆଇସିକ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଅବିକଳ ପ୍ରତିକୃତି । ପୁରୀର ବାସିନ୍ଦା ଯୁକ୍ତ ତିନିରେ ପଢ଼ୁଥିବା ଛାତ୍ରୀ ସୁସ୍ମିତା ମହାରଣା ଏହି ନିଆରା କଳାକୃତିଟି ତିଆରି କରିଛନ୍ତି। ଏଥି ପାଇଁ ୭ ଦିନ ଲାଗି ଥିବା ବେଳେ ୨ ହଜାରରୁ ଅଧିକ ଆଇସି କ୍ରିମ କାଠି ଏହି…