ବେଙ୍ଗାଲୁରୁ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା
ବେଙ୍ଗାଲୁରୁ : ବେଙ୍ଗାଲୁରୁର ଆଗରାଠାରେ ପବିତ୍ର ରଥଯାତ୍ରା ପର୍ବ ପାଳନ କରାଯାଇଛି। ଏଠାରେ ବଢି ଭୋରରୁ ମଂଗଳ ଆଳତୀ, ଅବକାଶ, ମଇଲମ, ସୂର୍ଯ୍ୟପୂଜା, ଦ୍ଵାରପାଳ ପୂଜା ଓ ସାହାଣମେଲା ଆଦି ରୀତିନୀତିକୁ ଯଥାବିଧି ସମ୍ପନ୍ନ କରାଯାଇଥିଲା। ଦିନ ୧୨ ଟା ୧୫ରେ ଚାରି ଠାକୁରଙ୍କ ପହଣ୍ଡି ବିଜେ ଆରମ୍ଭ…