Latest Odisha News

BREAKING NEWS

Browsing Tag

Ratha Jatra

ଜାଣନ୍ତୁ; ପୁରୀ ଶ୍ରୀକ୍ଷେତ୍ରକୁ କାହିଁକି କୁହାଯାଏ ଶଙ୍ଖକ୍ଷେତ୍ର !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ପୃଥିବୀରେ ଯେତେ ସଂସ୍କୃତି ରହିଛି ତନ୍ମଧ୍ୟରୁ ଭାରତୀୟ ସଂସ୍କୃତି ସର୍ବାଗ୍ରେ ବା ଶ୍ରେଷ୍ଠ ବିବେଚିତ ହୋଇ ଆସିଛି । ବ୍ୟାସଦେବଙ୍କ ରଚିତ ଅମୂଲ୍ୟ ଗ୍ରନ୍ଥ ଜଗତର କଲ୍ୟାଣ ପାଇଁ…

ଜୋର୍‌ଦାର୍ ଚାଲିଛି ତିନିରଥ ରଙ୍ଗ, ସିଲେଇ କାମ; ଲାଗିବ ଓଲଟ ଶୁଆ, କଳସ

ପୁରୀ: ଜୁନ୍ ୨୩ରେ ପୁରୀରେ ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ନିର୍ମାଣ କାର୍ଯ୍ୟ ଏକପ୍ରକାର ଚୂଡ଼ାନ୍ତ ପର୍ଯ୍ୟାୟରେ । ଶ୍ରୀକ୍ଷେତ୍ରର…

ଚୂଡ଼ାନ୍ତ ପର୍ଯ୍ୟାୟରେ ରଥ ନିର୍ମାଣ, ଆରମ୍ଭ ହେଲା ତିନିରଥର କନା କାର୍ଯ୍ୟ

ପୁରୀ: ଆଉ ଦିନ କେଇଟା ପରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ରଥଖଳାରେ ପ୍ରାୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ତିନିରଥର ନିର୍ମାଣ କାର୍ଯ୍ୟ । ଲକ୍‌ଡାଉନର ସମସ୍ତ ନିୟମକୁ ମାନି କାରିଗର ସେବକମାନେ ରଥ ନିର୍ମାଣ ଶେଷ କରିବାକୁ ଯାଉଛନ୍ତି । ମିଳିଥିବା ସୂଚନାନୁଯାୟୀ,…

ରଥଯାତ୍ରା ନେଇ ସରକାର ନିଷ୍ପତ୍ତି ନେବେ: ହାଇକୋର୍ଟ

କଟକ: ରଥଯାତ୍ରା ନେଇ ନିଷ୍ପତ୍ତି ନେବେ ସରକାର । ଆଜି ହାଇକୋର୍ଟରେ ରଥଯାତ୍ରା ପ୍ରସଙ୍ଗ ଉପରେ ଶୁଣାଣି କରି ଏଭଳି ରାୟ ଶୁଣାଇଛନ୍ତି କୋର୍ଟ । ରାଜ୍ୟ ସରକାରଙ୍କୁ ପରିସ୍ଥିତି କୁ ଦୃଷ୍ଟିରେ ରଖି ଏବଂ କେନ୍ଦ୍ର ସରକାରଙ୍କ କୋଭିଡ ନିୟମ ମାନି ନିଷ୍ପତ୍ତି ନେବାକୁ ହାଇକୋର୍ଟ ନିର୍ଦ୍ଦେଶ…

ସରିଲା ପହଣ୍ଡି, ରଥାରୂଢ ହେଲେ ତିନି ଠାକୁର

ପୁରୀ : ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା । ମହାପ୍ରଭୁ ଶ୍ରୀଜଗନ୍ନାଥ ନିଜ ଭଉଣୀ ସୁଭଦ୍ରା ଓ ବଡଭାଇ ବଳଭଦ୍ରଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିର ଅଭିମେୁଖେ ଯିବା ଲାଗି ବାହାରିଛନ୍ତି । ସମସ୍ତ ପାରମ୍ପରିକ ନୀତିକାନ୍ତି ସମାପ୍ତ ପରେ ଚତୁର୍ଦ୍ଦା ମୂରତୀ ପହଣ୍ଡି ବିଜେ ଶେଷ କରି ରଥାରୂଢ…