Latest Odisha News

BREAKING NEWS

Browsing Tag

ratha work

[ଦେଖନ୍ତୁ ଭିଡିଓ] ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ

ପୁରୀ : ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥ ନିର୍ମାଣର ଆଜି ପଞ୍ଚମ ଦିନରେ ବିଶ୍ୱକର୍ମା, ଭୋଇ ଓ କରତି ସେବାୟତ ମାନେ ରଥର ତୁମ୍ବ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି । ସମୁଦାୟ ୫୦ ଜଣ ସେବାୟତ ଆଜି ରଥ ନିର୍ମାଣ…

ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ

ପୁରୀ: ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ । ୧୦ ଜଣ ଭୋଇ ସେବାୟତଙ୍କ ସହାୟତାରେ ରଥ ଭଙ୍ଗା କାମ ଆରମ୍ଭ ହୋଇଛି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଭଙ୍ଗା କାର୍ଯ୍ୟ ଆରମ୍ଭ କରାଯାଇଛି । ପର୍ଯ୍ୟାୟ କ୍ରମେ ନନ୍ଦିଘୋଷ ଓ ତାଳଧ୍ବଜ ରଥ ଭଙ୍ଗାଯିବ । ଆସନ୍ତା ୧୬ ତାରିଖରେ ଶ୍ରୀମନ୍ଦିର…

ଜୋରସୋରରେ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର କିଛି ଦିନ ରହିଲା । ଏଥିପାଇଁ ଜୋରସୋରରେ ଚାଲିଛି ତିନି ରଥର ନିର୍ମାଣ କାର୍ଯ୍ୟ । ପାଖାପାଖି ୯୦ ପ୍ରତିଶତ କାର୍ଯ୍ୟ ଶେଷ ହେଲାଣି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ସେବାୟତଙ୍କ ନିଷ୍ଠା ଯୋଗୁ ସବୁ କାର୍ଯ୍ୟ ସୂଚାରୁ ରୂପେ ଚାଲିଛି । ଆସନ୍ତ ୯…

ଆଗେଇ ଚାଲିଛି ତିନି ରଥ କାମ

ପୁରୀ : ରଥ ନିର୍ମାଣ ବେଶ ଆଗୁଆ ଚାଲିଛି । ୯ ଦିନ ପୂର୍ବରୁ ଉଠିଛି ତିନି ରଥର ଚାରିନାହାକା ।  ଗତକାଲି ରଥର ଦଣ୍ଡା ଉପରେ କଣ୍ଟା ବାଡ଼ିଆ ପରେ ଗରଗରା ଓ ପୋଲ ଗୟଳ ପଡିଥିଲା । ଜକଯନ୍ତ୍ର ଓ ଗୁଜ ସ୍ଥାପନ ସରି ଆଜି ଭୋଇ ସେବକ ମହାରଣାଙ୍କ ନିର୍ଦେଶରେ ତିନିରଥର ଚାରି ନାହାକା ଉଠାଇଛନ୍ତି ।…

ତିନି ରଥର ଚକ କାର୍ଯ୍ୟ ସମ୍ପୁର୍ଣ୍ଣ

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ତିନି ରଥର ମୋଟ ୩୯ଟି ଚକ ସମ୍ପୁର୍ଣ୍ଣ ହୋଇଛି । ବୁଧବାର ସୁଦ୍ଧା ଜନ୍ତାଗାଡ଼ରେ ୩ ଟି ଚକର ସିଙ୍ଗଡ଼ା ବାଡ଼ିଆ କାର୍ଯ୍ୟ ଶେଷ କରିଛନ୍ତି ଭୋଇ ସେବାୟତ ମାନେ । ଏଥି ସହ ତିନି ରଥର ଚାରିନାହାକାର ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ହୋଇଛି । ରଥର ଚାରି…

ଜୋର ଧରିଛି ତିନି ରଥ ନିର୍ମାଣ କାର୍ଯ୍ୟ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ତିନିରଥର ମୋଟ ୩୯ଟି ଚକ କାମ ସମ୍ପୁର୍ଣ୍ଣ ହୋଇଛି। ବୁଧବାର ସୁଦ୍ଧା ଜନ୍ତାଗାଡ଼ରେ ୩ଟି ଚକର ସିଙ୍ଗଡ଼ା ବାଡ଼ିଆ କାର୍ଯ୍ୟ ଶେଷ କରିଛନ୍ତି ଭୋଇ ସେବାୟତମାନେ । ଏଥିସହ ତିନିରଥର ଚାରି ନାହାକାର ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ପବିତ୍ର ଅକ୍ଷୟ…