Latest Odisha News

BREAKING NEWS

Browsing Tag

Ratha Yatra 2021

ସିଂହଦ୍ୱାର ସାମନାରେ ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ: ରାତି ପାହିଲେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ରଥଖଳାରୁ ତିନି ରଥ ଆସି ସିଂହଦ୍ୱାର ସାମନାରେ ଲାଗିଛନ୍ତି । ରଥ ପ୍ରସ୍ତୁତ ଅଛି । ପଥ ବି ପ୍ରସ୍ତୁତ । ଏବେ ଅପେକ୍ଷା କେବଳ ଲୀଳାମୟ ଠାକୁରଙ୍କୁ ।…

ରଥଯାତ୍ରା ପାଇଁ ଆଜି ରାତି ୮ଟାରୁ ପୁରୀରେ ଦୁଇ ଦିନିଆ କର୍ଫ୍ୟୁ

ପୁରୀ: ଆସନ୍ତାରାଲି ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କୋଭିଡ କଟକଣାରେ ବିନା ଭକ୍ତରେ ରଥଯାତ୍ରା ହେବ । ଏଥିପାଇଁ ଆଜି ରାତି ୮ ଟାରୁ ଦୁଇ ଦିନ ସହରରେ ଜାରି ହେବ କର୍ଫ୍ୟୁ । ମଙ୍ଗଳବାର ରାତି ୮ଟା ଯାଏ ବଡ଼ଦାଣ୍ଡ ରେ ୧୪୪ ଧାରା ବଳବତ୍ତର ରହିବ । ନିୟମକୁ ମାନି ପ୍ରଶାସନକୁ ସହଯୋଗ କରିବା…

ଆଜି ଶ୍ରୀନଅର ବିଜେ: ମହାପ୍ରଭୁଙ୍କ ସୁସ୍ଥତା ଖବର ଗଜପତି ମହାରାଜଙ୍କୁ ଦେବେ ସେବାୟତ

ପୁରୀ: ଦଶମୂଳ ମହୌଷଧି ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଶ୍ରୀଜିଉ । ଆଜି ଦ୍ୱାଦଶୀ ତିଥିରେ ଏହି ଖବର ନେଇ ଶ୍ରୀନଅର ଯିବେ ସେବାୟତ । ଗଜପତି ମହାରାଜଙ୍କୁ ମହାପ୍ରଭୁଙ୍କ ସୁସ୍ଥତା ଖବର ଦେବେ । ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ…

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ପ୍ରସ୍ତୁତି ଜୋରଦାର । ରଥଖଳା ଚଳଚଞ୍ଚଳ । ଏହାରି ଭିତରେ ଆଜି ପୁରୀରେ ତିନି ରଥ ପାଇଁ ଆବଶ୍ୟକ ଦଉଡ଼ି ପହଞ୍ଚିଛି । ରାଜ୍ୟ କତା ନିଗମରୁ ୨୦ଟି ଦଉଡ଼ି ଆସିଛି । ୩ ଟି ରଥର ୧୪ଟି ଦଉଡି ଓ ୬ଟି କର୍ଡନ ଦଉଡି ପୁରୀରେ ପହଞ୍ଚିଛି । ସେପଟେ…

ରଥଯାତ୍ରା ପ୍ରସ୍ତୁତି: ନୟାଗଡ଼ ବନଖଣ୍ଡରୁ ପୁରୀ ଆସିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ । ନୟାଗଡ ବନଖଣ୍ଡରୁ ଗୋଟିଏ ରଥକାଠ ବୋଝେଇ ଟ୍ରକ ଆଜି ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୩ଟି ଫାସୀ କାଠ ରହିଛି । ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ । ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା…