[ଦେଖନ୍ତୁ ଭିଡିଓ] ଶରଧାବାଲିରେ ୩ ରଥ । ଘଣ୍ଟ, ଘଣ୍ଟା ଓ ଜୟ ଜଗନ୍ନାଥ ଧ୍ୱନିରେ ଗଡ଼ିଲା ନନ୍ଦିଘୋଷ
ପୁରୀ : ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲା ନନ୍ଦିଘୋଷ ରଥ । ପୂର୍ବରୁ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି । ଏବେ ଶରଧା ବାଲିରେ ୩ ରଥ ସମାନ ହୋଇ ଛିଡା ହୋଇଛନ୍ତି । ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ ହୋଇଛି…