ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥଯାତ୍ରାକୁ ନା, ପିଟିସନ୍ ଖାରଜ କଲେ ହାଇକୋର୍ଟ
କଟକ: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ । ଅନ୍ୟ ସ୍ଥାନରେ ରଥଯାତ୍ରା ନେଇ ଦାୟର ପିଟିସନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ । ହସ୍ତକ୍ଷେପ କରିବାକୁ ମନା କରିଛନ୍ତି । କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ…