Latest Odisha News

BREAKING NEWS

Browsing Tag

Ratha Yatra

ଚଳିତ ଥର ରଥଯାତ୍ରାର ହେବ ସିଧାପ୍ରସାରଣ

ଭୁବନେଶ୍ୱର: ଚଳିତ ବର୍ଷ ୟୁଟ୍ୟୁବରେ ସିଧାପ୍ରସାରଣ ହେବ ମହାପ୍ରଭୁଙ୍କ ରଥଯାତ୍ରା। ଏହା ସହ ଦୂରଦର୍ଶନରେ ଲାଇଭ୍ ଟେଲିକାଷ୍ଟ ହେବ। ସ୍ନାନ ଯାତ୍ରା, ଗୁଣ୍ଡିଚା ଯାତ୍ରା, ବାହୁଡା ଯାତ୍ରା, ସୁନାବେଶ ଏବଂ ନୀଲାଦ୍ରି ବିଜେ ଆଦି ନୀତିର ଲାଇଭ୍ କଭରେଜ୍ ମଧ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର…

ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ରଥଯାତ୍ରା ଶୁଣାଣି

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ଥିବା ଦ୍ୱନ୍ଦ୍ୱ ଦୂର ହୋଇପାରେ । ରଥଯାତ୍ରା ହେବ କି ନାହିଁ ତା ଉପରେ ଚାଲିଛି ଶୁଣାଣି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ୍‌.ଏ ବୋବଡେ ଏହି ମାମଲାର ଶୁଣାଣି କରୁଛନ୍ତି । ପୁରୀ ଜଗନ୍ନାଥ ଧାମରେ ରଥଯାତ୍ରା…

‘ପୁରୀକୁ ସିଲ୍ କରି ବିନା ଭକ୍ତରେ ହେଉ ରଥଯାତ୍ରା’

ଭୁବନେଶ୍ୱର: ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେନେଇ ସରକାର ଚୂଡାନ୍ତ ନିଷ୍ପତ୍ତି ନେଇନାହାଁନ୍ତି । ତେବେ ବିନା ଭକ୍ତରେ ରଥଯାତ୍ରା କରିବାକୁ ସେବାୟତ ମତ ଦେଉଛନ୍ତି । ଏହାରିଭିତରେ ମନ୍ଦିର ପରିଚାଳନା କମିଟି ସଦସ୍ୟ ରଘୁନାଥ ମହାପାତ୍ର କହିଛନ୍ତି ଯେ, ମହାପ୍ରଭୁଙ୍କ…

ଜୋର୍‌ଦାର୍ ଚାଲିଛି ରଥ ନିର୍ମାଣ; ଅସ୍ଥାୟୀ ଶାଳରେ ତିଆରି ହେଲା ଅଗପାତେଳୀ, ଗରଗରା କଣ୍ଟା

ପୁରୀ: ଲକ୍‌ଡାଉନ୍ କଟକଣାକୁ ମାନି ରଥଖଳାରେ ସମସ୍ତ କାରିଗର ସେବକମାନେ ନିର୍ମାଣ କରି ଚାଲିଛନ୍ତି ତିନିରଥ । ଶନିବାର ସନ୍ଧ୍ୟା ସୁଦ୍ଧା ତାଳଧ୍ୱଜ ରଥର ୧୧ଟି ଚକ ଶେଷ ହୋଇ ଅନ୍ୟ ଦୁଇଟି ଚକ ମଧ୍ୟରୁ ଗୋଟିକରେ ପଇ ପିନ୍ଧା କାର୍ଯ୍ୟ ଚାଲିଥିବା ବେଳେ ଅନ୍ୟ ଚକଟିର ତୁମ୍ବରେ ଅର ସଂଯୋଗ ସରିଛି ।…

କଟକଣା ମାନି ରଥଯାତ୍ରା କରିବାକୁ ଶଙ୍କରାଚାର୍ଯ୍ୟ ଓ ଦଇତାପତି ନିଯୋଗର ଆଲୋଚନା

ପୁରୀ : ଜୁନ ୨୩ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଲକ୍‌ଡାଉନ କଟକଣା ସତ୍ତତ୍ତ୍ୱ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ରଥଯାତ୍ରା କିଭଳି ପୂର୍ବ ପରାମ୍ପରା ଅନୁସାରେ ହୋଇପାରିବ ସେନେଇ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହ ଦଇତାପତି ନିଯୋଗଙ୍କ ବୈଠକ…

ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ: ଆସନ୍ତା ଏପ୍ରିଲ୍ ୨୬ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ତିଥି । ଏହି ପବିତ୍ର ତିଥିରେ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ପାଳିତ ହେବା ସହିତ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ନରେନ୍ଦ୍ର ପୁଷ୍କରିଣୀରେ ଏହି ଦିନ ଚାପ ଖେଳ ଅନୁଷ୍ଠିତ ହେବା ସହିତ ଚନ୍ଦନ ଯାତ୍ରା ଆରମ୍ଭ…

ବାରିପଦାରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଜି ରଥଟଣା

ବାରିପଦା : ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାର ଗୋଟିଏ ଦିନପରେ ଆଜି ବାରିପଦାରେ ଅନୁଷ୍ଠିତ ହେଉଛି ରଥଯାତ୍ରା । ଏଥିପାଇଁ ବାରିପଦା ସହର ଚଳଚଞ୍ଚଳ ହୋଇଉଠିଛି । ମିଳିଥିବା ସୂଚନାନୁଯାୟୀ ଗୁରୁବାର ସକାଳୁ ମନ୍ଦିରରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ରିତିନିତୀ ଅନୁଯାୟୀ…

ଆଜି ଅପରାହ୍ନରେ ଆଡପ ମଣ୍ଡପ ବିଜେ କରିବେ ତିନି ଠାକୁର

ପୁରୀ : ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ଭାଇ ଓ ଭଉଣୀଙ୍କ ସହ ରଥାରୂଢ କାଳିଆ ଠାକୁର ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଆଜି ଅପରାହ୍ନରେ ଶ୍ରୀଜିଉମାବେ ଆଡପ ମଣ୍ଡପକୁ ବିଜେ କରିବେ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଠାକୁରଙ୍କ ପହଣ୍ଡି ନେଇ କୌଣସି ସମୟ ଧାର୍ଯ୍ୟ କରାଯାଇନଥିବାବେଳେ…

ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନି ରଥ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅତ୍ୟନ୍ତ ଶୃଙ୍ଖଳାର ସହିତ ପୁରୀରେ ପାଳିତ ହୋଇଯାଇଛି । ଚଳିତ ଥର ଲାଗି ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ସେବାୟତ ମାନଙ୍କ ଦ୍ୱାରା ସମସ୍ତ ପ୍ରକାର ପାରମ୍ପରିକ ନୀତି ଅନୁଷ୍ଠିତ ହୋଇ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା । ଏଥର ରଥଟଣା ଦିନ ୪ଟା ରେ…

ଘୁ’ ଘୁ’ ଗର୍ଜନରେ ଗଡ଼ିଲା ନନ୍ଦିଘୋଷ ରଥ, ନିର୍ଦ୍ଧାରିତ ନିର୍ଘଣ୍ଟ ପୂର୍ବରୁ ଚାଲିଲା ତିନିରଥ

ପୁରୀ : ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରାପହଁରା ନୀତିକାନ୍ତି ପରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନିରଥ । ଘଣ୍ଟ ଘଣ୍ଟା ବାଦ୍ୟରେ ଶହ ଶହ ଶ୍ରଦ୍ଧାଳୁଙ୍କ ଜୟ ଜଗନ୍ନାଥ ଜୟ ଜୟକାରରେ ବଡଦାଣ୍ଡ ପ୍ରାଙ୍ଗଣ ପ୍ରକମ୍ପିତ ହେଲା । ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ…