ଘୁ’ ଘୁ’ ଗର୍ଜନରେ ଗଡ଼ିଲା ନନ୍ଦିଘୋଷ ରଥ, ନିର୍ଦ୍ଧାରିତ ନିର୍ଘଣ୍ଟ ପୂର୍ବରୁ ଚାଲିଲା ତିନିରଥ
ପୁରୀ : ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରାପହଁରା ନୀତିକାନ୍ତି ପରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନିରଥ । ଘଣ୍ଟ ଘଣ୍ଟା ବାଦ୍ୟରେ ଶହ ଶହ ଶ୍ରଦ୍ଧାଳୁଙ୍କ ଜୟ ଜଗନ୍ନାଥ ଜୟ ଜୟକାରରେ ବଡଦାଣ୍ଡ ପ୍ରାଙ୍ଗଣ ପ୍ରକମ୍ପିତ ହେଲା ।
ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ…