Latest Odisha News
Browsing Tag

Ratha Yatra

ରଥଯାତ୍ରାରୁ ବାହୁଡା: ଜାଣନ୍ତୁ, ପୁରୀର ଟ୍ରାଫିକ୍ ବ୍ୟବସ୍ଥା

ପୁରୀ : ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ । ଏହି ଅବସରରେ ଶ୍ରଦ୍ଧାଳୁଙ୍କ ଭିଡକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡକଡା କରାଯାଇଛି । ପ୍ରତିବର୍ଷ ପରି ଚଳିତ ବର୍ଷ ଧିରେଧିରେ ବଢୁଥିବା ଜନସମାଗମକୁ ଦେଖି ବ୍ୟାପକ ଟ୍ରାଫିକ ବନ୍ଦୋବସ୍ତ ମଧ୍ୟ…

ବାରିପଦା ରଥଯାତ୍ରାକୁ ନିରୀକ୍ଷଣ କରିବ ଡ୍ରୋନ୍ କ୍ୟାମେରା

ବାରିପଦା : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାର ଦିନକ ପରେ ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ଅନୁଷ୍ଠିତ ହୋଇଥାଏ ସ୍ୱତନ୍ତ୍ର ରଥଯାତ୍ରା । ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରିଛନ୍ତି ମୟୂରଭଞ୍ଜ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ।…

ରଥଯାତ୍ରା, ବାହୁଡା ଓ ସୁନାବେଶ ବେଳେ ଆଦାୟ ହେବନି ଟୋଲ୍ ଗେଟ୍ ଫି’

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ବାହୁଡା ଓ ସୁନାବେଶ ବେଳେ ପୁରୀକୁ ଆସିବାକୁ ଥିବା କୌଣସି ଯାନବାହନ ଠାରୁ ଟୋଲ୍ ଗେଟ୍ ଫି’ ଆଦାୟ କରାଯିବ ନାହିଁ । ଏନେଇ ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର ମୁଖ୍ୟ ପ୍ରଶାସକ…

ରଥଯାତ୍ରା ଲାଗି ପୁରୀକୁ ଗଡିବ ୧୯୪ଟି ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର : ଆସନ୍ତା ଜୁଲାଇ ୪ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଥିବା ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ ଲାଗି ୧୯୪ ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବା ପାଇଁ ନିଷ୍ପତ୍ତି ନେଇଛି ଇଷ୍ଟ କୋଷ୍ଟ ରେଲୱେ । ଏହି ସ୍ପେଶାଲ ଟ୍ରେନ୍ ଭୁବନେଶ୍ୱର, ରାଉରକେଲା, ସମ୍ବଲପୁର, କେନ୍ଦୁଝର,…