Latest Odisha News

BREAKING NEWS

Browsing Tag

RathJatra

ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଆଷାଢ଼ ଶୁକ୍ଳ ଦ୍ଵାଦଶୀ ତିଥି ସୋମବାର ରଥାରୂଢ଼ ଶ୍ରୀଜୀଉଙ୍କ ଅଧର ନୀତି ସମ୍ପନ୍ନ ହୋଇଛି। ଅଧର ପଣା ନୀତି ଦର୍ଶନ ପାଇଁ ରଥ ସମ୍ମୁଖ ରେ ହଜାର ହଜାର ଶ୍ରଦ୍ଧାଳୁ ଏକତ୍ରିତ ହୋଇଥିଲେ। https://twitter.com/JagannathaDhaam/status/1546545535946874880 ଆଜି ମହାପ୍ରଭୁ…

ବନକଲାଗି ପାଇଁ ଆଜି ସଂଧ୍ୟାରେ ୪ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପ ଦର୍ଶନ

ପୁରୀ: ଶ୍ରୀଜିଉଙ୍କ ବନକଲାଗି ପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପ ଦର୍ଶନ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ। ଦ୍ବିତୀୟ…

ରଥଯାତ୍ରା ପ୍ରଶ୍ନୋତ୍ତରୀ

ରଥଯାତ୍ରାର କିଛି କିମ୍ବଦନ୍ତୀ ଓ କଥା ୧. ରଥଯାତ୍ରାର ଐତିହ୍ୟ କ’ଣ ? ଶ୍ରୀମନ୍ଦିର ମହାପ୍ରଭୁଙ୍କ ଆବାସ ସ୍ଥଳ ଏବଂ ଗୁଣ୍ଡିଚା ଘର ତାଙ୍କର ପ୍ରକଟ ହୋଇଥିବାର ସ୍ଥାନ । ସ୍କନ୍ଦ ପୁରାଣରେ ବର୍ଣ୍ଣିତ ତଥ୍ୟ ଅନୂଯାୟୀ ମହାରାଜା ଇନ୍ଦ୍ରଦ୍ୟୁମ୍ନ ଚତୁର୍ଦ୍ଦାମୂର୍ତ୍ତିଙ୍କୁ ଶ୍ରୀମନ୍ଦିରରେ…

ରଥ ନିର୍ମାଣ ପାଇଁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ରଥ ନିର୍ମାଣ ନେଇ ଗୁରୁବାର କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ସବୁଜ ସଙ୍କେତ ମିଳିବା ପରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଖଳାରେ ରଥ ନିର୍ମାଣ କାମ…