Latest Odisha News

BREAKING NEWS

Browsing Tag

rathyatra

ରଥଯାତ୍ରା ଦେଖୁଥିବା ବେଳେ ଭୁଷୁଡ଼ି ପଡ଼ିଲା ସିଡ଼ି: ୧୦ ଛାତ୍ରଛାତ୍ରୀ ଆହତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ବ୍ଲକ ଟିକିରି ଗ୍ରାମର ସରକାରୀ ଉଚ୍ଚ ବିଦ୍ୟାଳୟରେ ଘଟି ଯାଇଛି ଏକ ଦୁଃଖଦ ଘଟଣା । ସ୍କୁଲ ଘର ସିଡ଼ି ଭୁଶୁଡି ଆହତ ହୋଇଛନ୍ତି ୧୦ ଛାତ୍ରଛାତ୍ରୀ । ମିଳିଥିବା ସୂଚନା ଅନୁଯାୟୀ କିଛି ପିଲା ସ୍କୁଲ ଘର ସିଡ଼ିରେ ଚଢ଼ି ଗାଁରେ ହେଉଥିବା ବହୁଡାଯାତ୍ରା…

ବାହୁଡାଯାତ୍ରା ଲାଗି ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବାହୁଡା ଯାତ୍ରା ଆଗାମୀ ୧୨ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି । ମାଉସୀମା ଘରକୁ ବୁଲି ଯାଇଥିବା ଚତୁର୍ଦ୍ଧା ମୂରତି ଏବେ ଫେରିବେ ବଡ ଦେଉଳକୁ । ଏନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ । ଗଣମାଧ୍ୟମକୁ…

ଫୁଲରେ ସଜ୍ଜା ହେଉଛି ବଡଦେଉଳ, ଦିଲ୍ଲୀରୁ ଆସିଛନ୍ତି ୨ଶହ କାରିଗର

ପୁରୀ: ରାତି ପହିଲେ ମହାପ୍ରଭୁଙ୍କ ରଥଯାତ୍ରା । ସଜେଇ ହେଲାଣି ସାରା ଶ୍ରୀକ୍ଷେତ୍ର । ଏଥିରୁ ଶ୍ରୀମନ୍ଦିର ବା ବାଦ ପଡ଼ିଥାନ୍ତା କେମିତି ! ଏଥର ରଥଯାତ୍ରା ଅବସରରେ ଦେଖିବାକୁ ମିଳିବ ଏକ ନୂଆ କଥା । ଶ୍ରୀମନ୍ଦିର ଓ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ପୂର୍ଣ୍ଣ ଫୁଲରେ ସଜା ହେବ। ଘୋଷଯାତ୍ରାର ଗୋଟିଏ…