ଶେଷରେ ବଦଳିଲା ସାଂଜ୍ଞା, କୁତ୍ତା ହେଲା ‘ଦତ୍ତ’
ବାଙ୍କୁଡା:ଶେଷରେ ବଦଳିଲା ସାଂଜ୍ଞା । କୁତ୍ତା ବଦଳରେ ନାଁରେ ଯୋଡା ହେଲା ଦତ୍ତ । ନାଁ ହେଲା ଶ୍ରୀକାନ୍ତ କୁମାର ଦତ୍ତ । ତେବେ ସରକାରୀ ସ୍ତରର ଏହି ଭୁଲ ଗୋଟିଏ ଦିନରେ ଯେପରି ସଂଶୋଧନ ହେଲା ତାହାକୁ ପ୍ରଶଂସା ନ କରି ରହି ହେବନି ।
ରାସନ କାର୍ଡରେ ଶ୍ରୀକାନ୍ତଙ୍କ ନାଁ ଭୁଲ ପ୍ରିଣ୍ଟିଂ…