Latest Odisha News

BREAKING NEWS

Browsing Tag

Ratna Bhandar

ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ସୁପାରିସ୍

ପୁରୀ: ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ପରେ ରାଜ୍ୟ ସରକାରଙ୍କୁ ସୁପାରିସ୍ କରାଯାଇଛି । ଆଗାମୀ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ସୁପାରିସ୍ କରିଥିବା ବୈଠକ ପରେ…

ରତ୍ନଭଣ୍ଡାର ଖୋଲିବାକୁ ପୁରୀ ଗଜପତିଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଖୋଲାଯାଉ ରତ୍ନଭଣ୍ଡାର । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ଦାବି କରି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଚିଠି ଲେଖିଛନ୍ତି । ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛନ୍ତି । ଚିଠିରେ ଉଲ୍ଲେଖ…

ରତ୍ନଭଣ୍ଡାର ଖୋଲିବା ମାମଲା, ପୁରୀ ଗଜପତି ମହାରାଜାଙ୍କ ସହ ୩ ଜଣଙ୍କୁ ହାଇକୋର୍ଟଙ୍କ ନୋଟିସ୍

କଟକ: ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ହୋଇଥିବା ମାମଲାରେ ୪ ଜଣଙ୍କୁ ନୋଟିସ୍ କରିଛନ୍ତି କୋର୍ଟ । ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ୩ ଜଣ ପ୍ରତିପକ୍ଷଙ୍କୁ ହାଇକୋର୍ଟ ନୋଟିସ୍ କରିଛନ୍ତି । ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା…

ରତ୍ନଭଣ୍ଡାର ଖୋଲିବା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

କଟକ: ପୁଣି ତେଜିଲା ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଦାବି । ରତ୍ନଭଣ୍ଡାର ଖୋଲିବା ନେଇ ବିଜେପି ନେତା ସମୀର ମହାନ୍ତି ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଏର କରିଛନ୍ତି । ଆବେଦନରେ ଦର୍ଶାଇଛନ୍ତି, ରତ୍ନଭଣ୍ଡାରର ସ୍ଥିତି ନେଇ ଏଏସ୍ଆଇ ଓ ଗଜପତି ମହାରାଜ ଚିନ୍ତାବ୍ୟକ୍ତ…

ଶ୍ରୀମନ୍ଦିର ରତ୍ନ ଭଣ୍ଡାରକୁ ନେଇ ସରକାରଙ୍କୁ ଘେରିଲା ବିଜେପି, କହିଲା ‘୫ ବର୍ଷରେ ବି ହୋଇନି ଗୋଟିଏ…

ଭୁବନେଶ୍ୱର: ପୁଣି ତାଜା ହୋଇଛି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମାମଲା । ବିରୋଧୀ ବିଜେପି କହିଛି, ରତ୍ନ ଭଣ୍ଡାର ଚାବି ହଜିବା ଓଡ଼ିଶା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣା ସରକାରଙ୍କ ନଜରକୁ ଆସିଥିଲା ୨୦୧୮ରେ । ସେବେଠାରୁ ଓଡିଶାର…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ନୋଟିସ୍ । ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି । ମୁଖ୍ୟ ଶାସନ ସଚିବ ଓ ଆଇନ୍ ସଚିବଙ୍କୁ ନୋଟିସ୍ କରିଛନ୍ତି ହାଇକୋର୍ଟ । ଏଥିସହ ଜଷ୍ଟିସ୍ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବା ଆବେଦନ…

‘ରତ୍ନଭଣ୍ଡାର ଲୁଟ ହୋଇଛି ଜାଣି ସରକାର ମରାମତି କରୁନାହାନ୍ତି’

ପୁରୀ: ରତ୍ନ ଭଣ୍ଡାର ଲୁଟ ହୋଇଛି । ଏକଥା ସରକାର ଜାଣିଛନ୍ତି । ତେଣୁ ମରାମତି କରିବା ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି । ଏମିତି କହି ସରକାରଙ୍କ ଉପରେ ବର୍ଷିଛନ୍ତି ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ । ପୁଣି ତେଜିଛି ରତ୍ନଭଣ୍ଡାର ପ୍ରସଙ୍ଗ। ଆସନ୍ତାକାଲି ହାଇକୋର୍ଟରେ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ସମୀକ୍ଷା ପାଇଁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ

କଟକ : ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି କିପରି ଅଛି ? ରତ୍ନଭଣ୍ଡାର ଚାବି କେଉଁଠି ଅଛି ? ରତ୍ନଭଣ୍ଡାରରେ ଠାକୁରଙ୍କ ରତ୍ନ ଅଳଙ୍କାର ଅଛି କି ନାହିଁ  ? ରତ୍ନ ଭଣ୍ଡାର ଭିତର ଘର ସୁରକ୍ଷିତ ଅଛି ତ ? ଏମିତି ଅନେକ ପ୍ରଶ୍ନ ଏବେ ଜଗନ୍ନାଥ ପ୍ରେମୀଙ୍କ ମନକୁ ଆନ୍ଦୋଳିତ କରୁଛି  । ଏହା ମଧ୍ୟରେ…

[ଦେଖନ୍ତୁ ଭିଡିଓ] ଖୋଲିବ କି ରତ୍ନ ଭଣ୍ଡାର ? ASI ଚିଠି ପରେ ମୁହଁ ଖୋଲିଲେ ଭଣ୍ଡାର ମେକାପ ସେବାୟତ

ପୁରୀ: କାହିଁକି ରତ୍ନ ଭଣ୍ଡାର ଖୋଲୁନି ଶ୍ରୀମନ୍ଦିର ପ୍ରଶାସନ ? ୨୦୧୮ ମାର୍ଚ୍ଚ ୨୨ରେ ରତ୍ନ ଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ହାଇକୋର୍ଟ ଏଏସ୍ଆଇକୁ ନିର୍ଦ୍ଦେଶ ଦେଇଥିଲେ । ନିର୍ଦ୍ଦେଶ ଅନୁସାରେ, ମାର୍ଚ୍ଚ ୨୬ରେ ଏଏସ୍ଆଇ ରତ୍ନ ଭଣ୍ଡାର ସ୍ଥିତି ଯାଞ୍ଚ ପରେ ଏପ୍ରିଲ୍ ୪ରେ ଭିତର ରତ୍ନ ଭଣ୍ଡାର…