Latest Odisha News
Browsing Tag

Raurkela

ଗିନିଜ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲା ବିର୍ସା ମୁଣ୍ଡା ଷ୍ଟାଡିୟମ

ଭୁବନେଶ୍ୱର: ଗିନିଜ ବୁକରେ ସ୍ଥାନ ପାଇଲା ବିର୍ସାମୁଣ୍ଡା ଷ୍ଟାଡିୟମ । ଏ ନେଇ ୫ଟି ସଚିବ ଭିକେ ପାଣ୍ଡିଆନ ଶନିବାର ସୂଚନା ଦେଇଛନ୍ତି । ରାଉରକେଲାରେ ୨୧ ହଜାର ବସିବା କ୍ଷମତା ରଖିଥିବା ଏହି ବର୍ସାମୁଣ୍ଡା ଆନ୍ତର୍ଜାତିକ ହକି ଷ୍ଟାଡିୟମ ଗିନିଜ ବୁକରେ ସ୍ଥାନ ପାଇଥିବା ନେେଇ ପାଣ୍ଡିଆନ ତାଙ୍କ…

ରାଜଧାନୀରୁ ଷ୍ଟିଲସିଟିକୁ ଉଡ଼ିଲା ବିମାନ

ଭୁବନେଶ୍ୱର:ଆଜିଠୁ ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ି‍ବ ବିମାନ। ଭିଡିଓ କନଫରେନ୍ସିଂରେ ଆଜିର ଶୁଭାରମ୍ଭ କକରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିମାନବନ୍ଦରରେ ସବୁଜ ପତାକା…

ରାଉରକେଲାରେ ଗଡିବ ‘ମୋ ବସ’

ରାଉରକେଲା : ରାଜ୍ୟର ଅନ୍ୟତମ ପ୍ରମୁଖ ସହର ରାଉରକେଲାରେ ଗଡିବ ‘ମୋ ବସ’ । ଆସନ୍ତା ଡିସେମ୍ବର ସୁଦ୍ଧା ମୋ ବସ ସେବା ଆରମ୍ଭ ହେବାକୁ ଯାଉଛି  । ଟୁର୍‌ ଅପରେଟରଙ୍କ ଜରିଆରେ କ୍ରୁଟ୍‌(କ୍ୟାପିଟାଲ୍‌ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍‌ସ୍‌ପୋର୍ଟ) ଏହି ସେବା ଯୋଗାଇଦେବ ବୋଲି କ୍ରୁଟ୍‌ ପକ୍ଷରୁ…

ରାଉରକେଲାରେ କୋଭିଡ ସ୍ଥିତିର ସମୀକ୍ଷା କଲେ ସୁନ୍ଦରଗଡ଼ ଜିଲ୍ଲାପାଳ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ରାଉରକେଲା ରେ କୋଭିଡ ସ୍ଥିତି ର ଏକ ସମୀକ୍ଷା କରିଛନ୍ତି l ସମୀକ୍ଷା ବୈଠକରେ ମାନ୍ୟବର ରାଉରକେଲା ବିଧାୟକ ତଥା ଜିଲ୍ଲା ଯୋଜନା କମିଟୀ ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ରାଉରକେଲା ଏସ ପି. ଶ୍ରୀ କେ ଶିବା ସୁବ୍ରମଣି, ଅତିରିକ୍ତ…