ପରଲୋକରେ ବରିଷ୍ଠ ଅଭିନେତା ରବି ପଟୱର୍ଦ୍ଧନ
ମୁମ୍ବାଇ: ଆଉ ନାହାନ୍ତି ବରିଷ୍ଠ ଅଭିନେତା ରବି ପଟୱର୍ଦ୍ଧନ୍ । ୮୩ ବର୍ଷ ବୟସରେ ଏହି ଅଭିନେତାଙ୍କର ହୃଦଘାତରେ ନିଧନ ହୋଇଛି । ନିଃଶ୍ୱାସ ନେବାରେ ସମସ୍ୟା ଦେଖାଦେବାରୁ ତାଙ୍କୁ ଶନିବାର ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ପୂର୍ବରୁ ବି ମାର୍ଚ୍ଚ ମାସରେ ତାଙ୍କର ହୃଦଘାତ…