ଓଡିଶାର ‘କପଡାଗୁନ୍ଦା’ ଶାଲ ଓ ‘ଇଡିତାଲ୍’ ଚିତ୍ରକୁ ମିଳିବ ଜିଆଇ ଟ୍ୟାଗ
ରାୟଗଡା : ଓଡିଶାର ସ୍ୱତନ୍ତ୍ର ସାତୋଟି ଉତ୍ପାଦ ସାମଗ୍ରୀକୁ ଜିଆଇ ଟ୍ୟାଗ ମାନ୍ୟତା ଦେବା ପାଇଁ ନିଆଯାଇଥିବା ପଦକ୍ଷେପ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାୟଗଡା ଜିଲ୍ଲାର ଡଙ୍ଗରିଆ କନ୍ଧଙ୍କ ବାନ୍ଧ କଳା ‘କପଡାଗୁନ୍ଦା ’ ଶାଲ ଓ ଗୁଣପୁରର ଲାଂଜିଆ ସଉରାଙ୍କ କାନ୍ଥ ଚିତ୍ର ‘ଇଡିତାଲ୍’ କୁ…