ହଇଜା ନେଲା ଆଉ ଗୋଟିଏ ଜୀବନ: ମୃତ୍ୟୁ ସଂଖ୍ୟା ହେଲା ୧୦
ରାୟଗଡ଼ା: ହଇଜା ପୁଣି ନେଲା ଆଉ ଗୋଟିଏ ଜୀବନ। ହଇଜାଜନିତ ମୃତ୍ୟୁ ସଂଖ୍ୟା ପହଁଚିଲା ୧୦ରେ । ମୃତକ ହେଲେ ଶଙ୍କରଡା ଗ୍ରାମର ଝାନୁ ମାଝୀ (୫୫)। ଗତ ଦୁଇ ଦିନ ଧରି ସେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଘରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ରାୟଗଡ଼ା ଜିଲ୍ଲା କାଶୀପୁରରେ…