Latest Odisha News
Browsing Tag

Rayagda

ନିଆଁ ଲାଗି ଜଳିଗଲା ୩ କୋଟିର ସମ୍ପତ୍ତି

ରାୟଗଡ଼ା: ବିଳମ୍ବିତ ରାତିରେ ହାର୍ଡୱେର ଦୋକାନରେ ଅଗ୍ନିକାଣ୍ଡ ଘଟି ୩ କୋଟିରୁ ଅଧିକ ଟଙ୍କାର ସାମଗ୍ରୀ ଜଳି ଯାଇଛି । ରାୟଗଡ଼ା ସହରର କପିଳାସ ରୋଡରେ ଥିବା ନଟରାଜ ହାର୍ଡୱେର ଓ ପରମଜ୍ୟୋତି ମେଡିକାଲ ଷ୍ଟୋରରେ ନିଆଁ ଲାଗିଥିଲା । ସର୍ଟ ସର୍କିଟରୁ ଦୋକାନରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି…

ଲଗାଣ ବର୍ଷାରେ ଶତାୟୁ ବରଗଛ ଭାଙ୍ଗି ୧୨ ଘଣ୍ଟା ରାସ୍ତା ବନ୍ଦ; ଅଟକିଲା ଆମ୍ବୁଲାନ୍ସ

ମୁନିଗୁଡ଼ା: ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅନ୍ତର୍ଗତ ମୁନିଗୁଡ଼ା-ବାଲିଗୁଡ଼ା ରାସ୍ତା ଅବରୋଧ ଯୋଗୁଁ ଆମ୍ବୁଲାନ୍ସ ଅଟକିବାକୁ ପଡ଼ିଥିଲା। ହୁକୁମାତୋଳା ଛକରୁ ଶହେ ମିଟର ଆଗକୁ ଏକ ବିଶାଳ ବରଗଛ ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଥିଲା । ଆକାର ବିଶାଳ ଯୋଗୁଁ ସଂପୂର୍ଣ୍ଣ ରାସ୍ତା ଅବରୋଧ…

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ହଇଜା ନେଲା ପୁଣି ଏକ ଜୀବନ, ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ରାୟଗଡ଼ା: କାଶୀପୁରରେ ପୁଣି ଥରେ ହଇଜା ନେଇଛି ଆଉ ଏକ ମୁଣ୍ଡ । ଏଥିସହ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ମୃତକ ଜଣକ ହେଉଛନ୍ତି ଡୁଡୁକାବାହାଲ ପଞ୍ଚାୟତ ଡେଙ୍ଗାଗୁଡା ଗ୍ରାମର ଅର୍ଜୁନ ଜାନି (୫୫) । ଡେଙ୍ଗାଗୁଡା ଗାଁର ୬ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବାରୁ ସେମାନଙ୍କୁ ଟିକିରି…