Latest Odisha News

BREAKING NEWS

Browsing Tag

raygada

ମହିଳାଙ୍କୁ ସଶକ୍ତ କରୁଛି ଉତ୍କଳ ଆଲୁମିନାର ପ୍ରୋଜେକ୍ଟ କୌଶଲ୍ୟା

ଭୁବନେଶ୍ୱର : ଆଦିତ୍ୟ ବିର୍ଲା ଗ୍ରୁପ୍ରଟ ଏକ ୟୁନିଟ୍‍ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ (ୟୁଏଆଇଏଲ) ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ପ୍ରୋଜେକ୍ଟ ‘କୌଶଲ୍ୟା’ ଓଡ଼ିଶାର ରାୟଗଡ଼ା ଜିଲାର ୧୫୦ରୁ ଅଧିକ ଗ୍ରାମୀଣ ମହିଳାଙ୍କ ଜୀବନରେ ଅଭୂତପୂର୍ବ ପାର୍ଥକ୍ୟ ଆଣିପାରିଛି । ପ୍ରାୟ ୫ବର୍ଷ…

ବିଦ୍ୟୁତ ଆଘାତରେ ଶ୍ୱଶୂର-ବୋହୂ ମୃତ

ରାୟଗଡ଼ା: ଅଶୁଭ ଶନିବାର । ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ଦୁଇ ଜଣଙ୍କର ଅକାଳ ବିୟୋଗ । ଶ୍ୱଶୂର ଓ ବୋହୂଙ୍କ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଠଙ୍ଗପଡ଼ା ଗାଁରେ । ମୃତକମାନେ ହେଲେ ଡାଉଣୀ ମଣ୍ଡିକା ଓ ତାଙ୍କ ବୋହୂ ସୁମିତ୍ରା…

ଶିକାର ବେଳେ ଶିକାରୀଙ୍କ ଗୁଳିରେ ଗଲା ଜୀବନ, ୧୮ ଅଟକ

ରାୟଗଡା: ଶିକାର ବେଳେ ପଶୁ ଶିକାରୀ ଗୁଳିମାଡରେ ଗଲା ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା ଅଣ୍ଡରାକାଂଚ ଥାନା ଖାଇଲାଯୋଡି ଅଂଚଳରେ । ସୂଚନାନୁସାରେ ମଙ୍ଗଳବାର ରାତିରେ କିଛି ଯୁବକ ନିକଟସ୍ଥ ଜଙ୍ଗଲକୁ ବାରାହା ଶିକାର କରିବାକୁ ଯାଇଥିଲେ । ଏହି ସମୟରେ କୌଣସି କାରଣବଶତଃ ଜଣେ…

ରାୟଗଡାରେ ଅନରକିଲିଂ ଅଭିଯୋଗ, ତିିନି ମାସ ପରେ ହେଲା ଘଟଣାର ପର୍ଦ୍ଦାଫାଶ

ରାୟଗଡା: ରାୟଗଡାରେ ତିନି ମାସ ତଳେ ହୋଇଥିବା ଏକ ଅନରକିଲିଂର ପର୍ଦ୍ଦାଫାଶ ହୋଇଛି । ଭଉଣୀର ପ୍ରେମିକକୁ ଭାଇ ହତ୍ୟା କରିଥିବା ଅଭିଯୋଗ ହୋଇଛି । ହତ୍ୟାକାଣ୍ଡ ପରେ ସୁରାକ ଲୁଚାଇବାକୁ ଉଦ୍ୟମ କରିଥିଲା ହତ୍ୟାକାରୀ ଭାଇ । କିନ୍ତୁ ତିନି ମାସ ପରେ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି । ସୂଚନା…

ସିଏସ୍‌ଆର୍‌: ରାୟଗଡାରେ ଉତ୍କଳ ଆଲୁମିନା ପକ୍ଷରୁ କରାଗଲା ପାନୀୟ ଜଳ ଯୋଗାଣ ବ୍ୟବସ୍ଥା

ଭୁବନେଶ୍ୱର : ରାୟଗଡା ଜିଲ୍ଲା କାଶୀପୁର ବ୍ଲକର କିଛି ପଛୁଆ ଅଂଚଳ ଲୋକଙ୍କୁ ସହଜରେ ବିଶୁଦ୍ଧ ପିଇବା ପାଣିର ସୁବିଧା କଲା ଆଦିତ୍ୟ ବିର୍ଲା ଗ୍ରୁପର ଉତ୍କଳ ଆଲୁମିନା କମ୍ପାନୀ । କର୍ପୋରେଟ୍ ସାମାଜିକ ଦାୟିତ୍ୱ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ସ୍ୱରୂପ କମ୍ପାନୀ ଏହି ସୁବିଧା ଯୋଗାଇ ଦେଇଛି ।…

କାଲିଠୁ ରାୟଗଡ଼ା ଜିଲ୍ଲା ସପ୍ତାହେ ସଟଡାଉନ୍

ରାୟଗଡ଼ା: ଜିଲ୍ଲାରେ କରୋନା ସଂକ୍ରମଣ ବଢୁଛି । ପ୍ରତିଦିନ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲ୍ଲା ଆସନ୍ତାକାଲିଠୁ ସଟଡାଉନ୍ ରହିବ । ସପ୍ତାହେ ସଟଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା । ଆସନ୍ତାକାଲି ସକାଳୁ ଲାଗୁ ହେବ ସଟଡାଉନ୍…

ନାଲି ଆଖି ଦେଖାଇଲେଣି ରାୟଗଡ଼ା ଓ ମାଲକାନଗିରି ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ବିଭିନ୍ନ ଜିଲ୍ଲାରେ ସଂକ୍ରମଣ ମାଡ଼ି ମାଡ଼ି ଚାଲିଛି । ଗଞ୍ଜାମ ପରେ ଗଜପତି ଓ ଏବେ କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଜିଲ୍ଲା ରାଜ୍ୟ ପାଇଁ ଟେନସନ୍ । ସବୁଠୁ ଅଧିକ ଚିନ୍ତାର କାରଣ ହୋଇଛି ରାୟଗଡ଼ା ଓ…

ଦିନରାତି ଅନିଦ୍ରା ପ୍ରଶାସନ ଓ ପୁଲିସ୍‌; କ୍ୱାରେଣ୍ଟାଇନ୍‌ରୁ ଖସି ପଳାଇଲେ ୧୯ !

ରାୟଗଡା: କେରେଡା ପଂଚାୟତ ଛାତ୍ର ନିବାସରେ ସ୍ଥାପିତ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଲୁଚି ପଳାଇଲେ ୧୯ଜଣ । ଖସି ପଳାଇଥିବା ତାଲିକାରେ ବାହାର ରାଜ୍ୟର ଟ୍ରକ୍ ଡ୍ରାଇଭର ଓ ହେଲ୍ପର ସାମିଲ ଥିବା ଜଣାପଡିଛି । ସମଗ୍ର ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ଲାଗି ଅହରହ ଉଦ୍ୟମ ଚଳାଇଛି ପୋଲିସ…

ରଥଯାତ୍ରା ଦେଖୁଥିବା ବେଳେ ଭୁଷୁଡ଼ି ପଡ଼ିଲା ସିଡ଼ି: ୧୦ ଛାତ୍ରଛାତ୍ରୀ ଆହତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ବ୍ଲକ ଟିକିରି ଗ୍ରାମର ସରକାରୀ ଉଚ୍ଚ ବିଦ୍ୟାଳୟରେ ଘଟି ଯାଇଛି ଏକ ଦୁଃଖଦ ଘଟଣା । ସ୍କୁଲ ଘର ସିଡ଼ି ଭୁଶୁଡି ଆହତ ହୋଇଛନ୍ତି ୧୦ ଛାତ୍ରଛାତ୍ରୀ । ମିଳିଥିବା ସୂଚନା ଅନୁଯାୟୀ କିଛି ପିଲା ସ୍କୁଲ ଘର ସିଡ଼ିରେ ଚଢ଼ି ଗାଁରେ ହେଉଥିବା ବହୁଡାଯାତ୍ରା…