Latest Odisha News

BREAKING NEWS

Browsing Tag

Recruitment

ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ଧରିଲା ଡିଜିଲକର୍, କୋରାପୁଟରେ ୨୨ ଜଣଙ୍କ ନାଁରେ ଏତଲା

ଜୟପୁର: ଡାକ ବିଭାଗରେ ଚାକିରି ପାଇଁ ଆବେଦନ କରିଥିବା ୨୨ ଜଣଙ୍କ ନାଁରେ ଏତଲା ଦିଆଯାଇଛି । କୋରାପୁଟ ଡାକ ମଣ୍ଡଳ ପକ୍ଷରୁ ଦିଆଯାଇଥିବା ଏତଲା ଅନୁସାରେ, ଗ୍ରାମୀଣ ଡାକ ସେବକ ନିଯୁକ୍ତି ଲାଗି ୨୨ ଜଣ ଜାଲ୍ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିଲେ । ଆଶାୟୀ ଦେଇଥିବା ଅଧିକାଂଶ ଶିକ୍ଷାଗତ…

[ଦେଖନ୍ତୁ ଭିଡିଓ] ଅଗ୍ନିବୀର ନିଯୁକ୍ତି ନେଇ ସେନା ଜାରି କଲା ବିଜ୍ଞପ୍ତି, ଜୁଲାଇ ପହିଲାରୁ ଆରମ୍ଭ ହେବ ଆବେଦନ

ନୂଆଦିଲ୍ଲୀ: ‘ଅଗ୍ନିପଥ’ ଯୋଜନାକୁ ବିରୋଧ ଭିତରେ ଭାରତୀୟ ସେନା ନିଯୁକ୍ତି ନେଇ ବିଜ୍ଞପ୍ତି ଜାରି କରିଛି । ଜୁଲାଇରେ ଆରମ୍ଭ ହେବ ପଞ୍ଜିକରଣ । ଅଷ୍ଟମ ଓ ଦଶମ ଉତ୍ତୀର୍ଣ୍ଣ ଯୁବକ ଓ ଯୁବତୀ ଏଥିରେ ଆବେଦନ କରିପାରିବେ । ଏହି ନିଯୁକ୍ତି ୪ ବର୍ଷ ପାଇଁ ବୈଧ ରହିବ । ଅଗ୍ନିବୀରଙ୍କୁ କୌଣସି ପେନସନ୍…

ବିରୋଧ ଭିତରେ ସେନାର ବଡ଼ ଘୋଷଣା, ଆସନ୍ତା ଶୁକ୍ରବାର ଠାରୁ ‘ଅଗ୍ନିପଥ’ ଯୋଜନାରେ ଆରମ୍ଭ ହେବ ଭର୍ତ୍ତି

ନୂଆଦିଲ୍ଲୀ: ଦେଶବ୍ୟାପୀ ‘ଅଗ୍ନିପଥ’ ଯୋଜନାକୁ ବିରୋଧ ଜାରି ରହିଛି । ବିରୋଧ ଭିତରେ ସ୍ଥଳ ସେନା ପ୍ରମୁଖ ଜେନରାଲ୍ ମନୋଜ ପାଣ୍ଡେ ବଡ଼ ଘୋଷଣା କରିଛନ୍ତି । ଖୁବଶୀଘ୍ର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି । ୨୦୨୨ ‘ଅଗ୍ନିପଥ’ ଯୋଜନା ଅନୁସାରେ, ବୟସ ସୀମା ୨୧ରୁ ୨୩କୁ ବୃଦ୍ଧି…