ହ୍ୱାଟ୍ସଆପ୍ରେ ରେଡ୍ ହାର୍ଟ୍ ଇମୋଜି ପଠାଉଛନ୍ତି କି? ହୋଇପାରେ ଜେଲ ଦଣ୍ଡାଦେଶ
ଭୁବନେଶ୍ୱର: ଡିଜିଟାଲ୍ ଯୁଗରେ ହ୍ୱାଟ୍ସଆପ୍ ଭଳି ବାର୍ତ୍ତାବାହକ ଆପ୍ଲିକେସନ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ତେବେ ଏହାର ଭୁଲ ବ୍ୟବହାର ଆପଣଙ୍କୁ ସମସ୍ୟାରେ ପକାଇପାରେ । ହ୍ୱାଟ୍ସଆପ୍ରେ ଯଦି ଆପଣ କାହାକୁ ରେଡ୍ ହାର୍ଟ ଇମୋଜି ପଠାଉଛନ୍ତି, ତେବେ ବେଳ ଥାଉଥାଉ ସାବଧାନ…