Latest Odisha News

BREAKING NEWS

Browsing Tag

Reliance Industries

ରିଲାଏନ୍ସର ମିଶନ ଅକ୍ସିଜେନ୍: ଦୈନିକ ୧୦୦୦ ଟନ୍ ମେଡିକାଲ ଗ୍ରେଡ ତରଳ ଅମ୍ଳଜାନ ଉତ୍ପାଦନ ସହ ମାଗଣାରେ ଯୋଗାଉଛି…

ମୁମ୍ବାଇ: ସମଗ୍ର ଭାରତ କୋଭିଡ୍ ମହାମାରୀର ଅପ୍ରତ୍ୟାଶିତ ନୂଆ ଲହରକୁ ନେଇ ଗୁରୁତର ସଙ୍କଟର ସମ୍ମୁଖୀନ ହେଉଥିବା ବେଳେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ମୂଲ୍ୟବାନ ଜୀବନ ବଞ୍ଚାଇବା ପାଇଁ ସମସ୍ତ ପ୍ରୟାସ ଜାରି ରଖିଛି । ସାମ୍ପ୍ରତିକ ସମୟରେ ସମଗ୍ର ଦେଶରେ ଅତି ଗୁରୁତର ରୋଗୀମାନଙ୍କର ଚିକିତ୍ସା ପାଇଁ…

ଜାମ୍‌ନଗରରେ ୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ ଚିକିତ୍ସାଳୟ ସ୍ଥାପନ କରିବ ରିଲାଏନ୍ସ ଫାଉଣ୍ଡେସନ୍‌

ମୁମ୍ବାଇ : ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଗୁଜରାଟର ଜାମନଗରରେ ଅମ୍ଳଜାନ ଯୋଗାଣ ବ୍ୟବସ୍ଥା ରହିଥିବା ୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ ଚିକିତ୍ସାଳୟ ସ୍ଥାପନ କରାଯାଉଛି । ନାଗରିକମାନଙ୍କୁ ସମସ୍ତ ଚିକିତ୍ସା ସେବା ବିନାମୂଲ୍ୟରେ ଯୋଗାଇ ଦିଆଯିବ । ଏହି କୋଭିଡ୍ ଚିକିତ୍ସାଳୟ ସ୍ଥାପନ ସହ ଏହାର…

ରିଲାଏନ୍ସ କଂପାନିର ୧୦.୦୯% ଅଂଶଧନ ଜରିଆରେ ୪୭,୨୬୫କୋଟି ଟଙ୍କା ପୁଞ୍ଜି ହାସଲ ପ୍ରକ୍ରିୟା ସମ୍ପୂର୍ଣ୍ଣ

ମୂମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଓ ରିଲାଏନ୍ସ ରିଟେଲ୍ ଭେଂଚର୍ସ ଲିମିଟେଡ୍ (ଆର୍‌ଆର୍‌ଭିଏଲ୍‌) ପକ୍ଷରୁ ଆରଆରଭିଏଲ୍‌ରେ ସହଯୋଗୀ ସାମିଲ  ଏବଂ ପୁଞ୍ଜିନିବେଶ ହାସଲ ପ୍ରକ୍ରିୟା  ସମ୍ପୂର୍ଣ୍ଣ ହୋଇଛି। ଆରଆରଭିଏଲ୍ ପକ୍ଷରୁ ଆର୍ଥିକ ସହଯୋଗୀମାନଙ୍କ…

ରେକର୍ଡ ସୃଷ୍ଟି କଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ : ଭର୍ଚୁଆଲ ଏଜିଏମ୍ ପାଲଟିଲା ବିଶ୍ୱର ସର୍ବବୃହତ୍ତ ସେୟାରହୋଲଡ୍‌ର ବୈଠକ

ମୁମ୍ବାଇ/ ଭୁବନେଶ୍ୱର: ବୁଧବାର ଅନୁଷ୍ଠିତ ହୋଇଥିବା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ୪୩ତମ ବାର୍ଷିକ ସାଧାରଣ ବୈଠକ ବା ଏଜିଏମ୍ ଅନେକ କ୍ଷେତ୍ରରେ ରେକର୍ଜ ସୃଷ୍ଟି କରିଛି । କଂପାନୀ ର ଏହା ପ୍ରଥମ ଭର୍ଚୁଆଲ ବୈଠକ | କମ୍ପାନୀର ନୂଆ ପ୍ଲାଟଫର୍ମ ଜିଓ ମିଟ୍ ଜରିଆରେ ଏକ ସମୟରେ ୪୮ଟି ଦେଶର ୫୫୦ ସହରର…

ଜିଓ ପ୍ଲାଟ୍‌ଫର୍ମସ୍‌ରେ ୪୫୪୬.୮୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଟିପିଜି

ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ପକ୍ଷରୁ ଆଜି ଘୋଷଣା କରାଯାଇଛି ଯେ ବିଶ୍ୱସ୍ତରୀୟ ବୈକଳ୍ପିକ ସମ୍ପତ୍ତି ପରିଚାଳନା ସଂସ୍ଥା ଟିପିଜି ପକ୍ଷରୁ…

ଜିଓ ପ୍ଲାଟଫର୍ମରେ ଅତିରିକ୍ତ ୪୫୪୬.୮୦ କୋଟି ଟଙ୍କା ନିବେଶ କରିବେ ସିଲଭର ଲେକ୍ ଏବଂ ଏହାର ସହଯୋଗୀ ନିବେଶକ

ଭୁବନେଶ୍ୱର: ଆମେରିକୀୟ ଘରୋଇ ଇକ୍ୱିଟି ସଂସ୍ଥା ସିଲଭର ଲେକ୍ ଏବଂ ଏହାର ସହ-ନିବେଶକମାନେ  ଜିଓ ପ୍ଲାଟଫର୍ମସରେ ଅତିରିକ୍ତ ୪୫୪୬.୮୦ କୋଟି ଟଙ୍କାର ପୁଞ୍ଜିନିବେଶ କରିବେ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ଏବଂ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ ପକ୍ଷରୁ ଘୋଷଣା କରାଯାଇଛି ।…

ପିଏମ୍ କେୟାରସ୍ ଫଣ୍ଡ୍‌କୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ୫୦୦ କୋଟି ଟଙ୍କାର ସହାୟତା ଘୋଷଣା

ମୁମ୍ବାଇ: କରୋନା ଭୂତାଣୁ ସଂକ୍ରମଣ ବିରୋଧରେ ଲଢେଇରେ ଦେଶକୁ ସହାୟତା କରିବା ଲାଗି ପ୍ରଧାନମନ୍ତ୍ରୀ ଦେଇଥିବା ଆହ୍ୱାନ ପରିପ୍ରେକ୍ଷୀରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଆଜି ପ୍ରଧାନମନ୍ତ୍ରୀ କେୟାରସ୍ ଫଣ୍ଡ୍‌କୁ ୫୦୦ କୋଟି ଟଙ୍କା ପ୍ରଦାନ କରାଯାଇଥିବା ଘୋଷଣା କରାଯାଇଛି । ଏହି ୫୦୦ କୋଟି…

ମୁମ୍ବାଇରେ ଭାରତର ପ୍ରଥମ ସ୍ୱତନ୍ତ୍ର କୋଭିଡ୍‌୧୯ ହସ୍‌ପିଟାଲ୍ ସ୍ଥାପନ କଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ମୁମ୍ବାଇରେ ଭାରତର ପ୍ରଥମ ସ୍ୱତନ୍ତ୍ର କୋଭିଡ୧୯ ହସ୍ପିଟାଲ ଖୋଲାଯାଇଥିବା ଘୋଷଣା କରାଯାଇଛି । ସାର ଏଚ୍‌. ଏନ୍‌. ରିଲାଏନ୍ସ ଫାଉଣ୍ଡେସନ ହସ୍ପିଟାଲ ଦୁଇ ସପ୍ତାହ ମଧ୍ୟରେ ମୁମ୍ବାଇ ମହାନଗର ନିଗମ ସହଯୋଗରେ…

କରୋନା ଯୋଗୁଁ କର୍ମଚାରୀଙ୍କ ପାଇଁ ୱାର୍କ-ଫ୍ରମ୍‌-ହୋମ୍ ବ୍ୟବସ୍ଥା ଆରମ୍ଭ କଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌

ଭୁବନେଶ୍ୱର: ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧିପାଇବା ପରିପ୍ରେକ୍ଷୀରେ ଭାରତର ସର୍ବବୃହତ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ କର୍ମଚାରୀମାନଙ୍କ ପାଇଁ ୱାର୍କ ଫ୍ରମ୍ ହୋମ୍ (ଘରେ ରହି କାର୍ଯ୍ୟ କରିବା) ବ୍ୟବସ୍ଥା ଆରମ୍ଭ କରିଥିବା ଜଣାପଡ଼ିଛି । ତେବେ ହପ୍ପିଟାଲ୍‌, ରିଟେଲ୍ ଷ୍ଟୋର୍ ଓ…