Latest Odisha News
Browsing Tag

Religious Places

ଆଜିଠୁ ଭୁବନେଶ୍ୱରରେ ଖୋଲିଲା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଖୋଲିଛି ସବୁ ଧର୍ମାନୁଷ୍ଠାନ । କୋଭିଡ୍ କଟକଣାରେ ଖୋଲିବାକୁ ଅନୁମତି ମିଳିଥିଲା । ତେବେ ଆଜି ଲିଙ୍ଗରାଜ ମନ୍ଦିର ଖୋଲିନାହିଁ । ଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ୧ ତାରିଖରୁ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିବ । କୋଭିଡ୍ ନିୟମ ମାନି…

ରାଜ୍ୟରେ ଧାର୍ମିକ ସ୍ଥଳ ଖୋଲିବା ନିଷ୍ପତ୍ତି ନେବା ପାଇଁ ଜିଲ୍ଲାପାଳମାନଙ୍କୁ ଦିଆଯାଇଛି କ୍ଷମତା

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ଖୋଲିବା ନେଇ ଛତିଶାନିଯୋଗ ବୈଠକରେ ନିଷ୍ପତ୍ତି ପରେ ଏବେ ରାଜ୍ୟର ଅନ୍ୟ ପ୍ରମୁଖ ମନ୍ଦିର ଖୋଲିବା ନେଇ ଆଶା ସଞ୍ଚାର ହୋଇଛି । ରାଜ୍ୟରେ ଧାର୍ମିକ ସ୍ଥଳ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ । ସେମାନଙ୍କୁ ରାଜ୍ୟ ସରକାର କ୍ଷମତା ଦେଇଛନ୍ତି । ଆଜି ଏନେଇ…

ଅନଲକ୍ ୬.୦: ରାଜ୍ୟରେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନିଷ୍ପତ୍ତି ନେବ ସ୍ଥାନୀୟ ପ୍ରଶାସନ

ଭୁବନେଶ୍ୱର: ଅନଲକ୍ ୬.୦ରେ ରାଜ୍ୟ ସରକାର ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନେଇ ସଙ୍କେତ ଦେଇଛନ୍ତି । କିନ୍ତୁ ନିଷ୍ପତ୍ତି ସ୍ଥାନୀୟ ପ୍ରଶାସନ ହାତରେ ଛାଡ଼ିଛନ୍ତି । କରୋନା ସ୍ଥିତିକୁ ଦୃଷ୍ଟିରେ ରଖି କଟକଣା ଭିତରେ ଖୋଲିବା ନିଷ୍ପତ୍ତି ସ୍ଥାନୀୟ ପ୍ରଶାସନ ନେଇପାରିବ । ଅନଲକ୍ ୬.୦…