Latest Odisha News

BREAKING NEWS

Browsing Tag

Repo Rate

୬.୫ ପ୍ରତିଶତରେ ରେପୋ ରେଟ୍‌ ଅପରିବର୍ତ୍ତିତ, ଘୋଷଣା କଲେ ଆରବିଆଇ ଗଭର୍ଣ୍ଣର

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ଆରବିଆଇ ପୋଲିସି ଘୋଷଣା କରିଛି। ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ୍। ଏହି ଘୋଷଣା ପରେ ଘର, କାର ଋଣ ସମେତ ସମସ୍ତ ପ୍ରକାର ଋଣ ନେଇଥିବା ଋଣଦାତାଙ୍କୁ ଆଶ୍ୱସ୍ତୀ ମିଳିଛି। ପୂର୍ବ ଭଳି ୬.୫ ପ୍ରତିଶତରେ ରେପୋ ରେଟ୍‌ ଅପରିବର୍ତ୍ତିତ…

ମହଙ୍ଗା ୨୨, ବର୍ଷ ଆରମ୍ଭରୁ କନ୍ଦାଇଥିଲା ଦରଦାମ

ନୂଆଦିଲ୍ଲୀ: ସରି ସରି ଆସୁଛି ବର୍ଷ ୨୦୨୨ । ବର୍ଷ ଆରମ୍ଭରୁ ଲୋକଙ୍କୁ ଦରଦାମ ହନ୍ତସନ୍ତ କରିଥିବା ବେଳେ ବର୍ଷ ଶେଷକୁ ବି ସେହି ଧାରା ଲାଗି ରହିଥିଲେ ମଧ୍ୟ ସାମାନ୍ୟ ଆଶ୍ୱସ୍ତି ମିଳିଛି । ତେବେ ଆସନ୍ତୁ ନଜର ପକାଇ ନେବା ବାଣିଜ୍ୟ ଓ ଆର୍ଥିକ ଦୃଷ୍ଟିରୁ କେମିତି ଥିଲା ୨୦୨୨ ମସିହା । କରୋନାର…

୩୫ ବେସିସ୍ ପଏଣ୍ଟ ରେପୋ ରେଟ୍ ବୃଦ୍ଧି, ୨୦୨୩ରେ ଜିଡିପି ୬.୮% ଆକଳନ

ନୂଆଦିଲ୍ଲୀ : ବଢିଲା ରେପୋ ରେଟ୍, ମହଙ୍ଗା ହେଲା ଋଣ । ୩୫ ବେସିସ୍ ପଏଣ୍ଟ ରେପୋ ରେଟ୍ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି  ଭାରତୀୟ ରିଜର୍ଭ ବ୍ୟାଙ୍କ । ଅଗଷ୍ଟ ୨୦୧୮ ପରଠାରୁ ଏହା ରେପୋ ରେଟ୍ ର ସର୍ବୋଚ୍ଚ ସ୍ତର । ଆରବିଆଇ ମୁଦ୍ରାନୀତି କମିଟି (ଏମପିସି)ବୈଠକରେ ଏହି ନିଷ୍ପତ୍ତି ହୋଇଛି ।…

୦.୫୦ ପ୍ରତିଶତ ରେପୋ ରେଟ୍ ବଢ଼ାଇଲା RBI, ମହଙ୍ଗା ହେବ ଋଣ ଓ ଇଏମ୍ଆଇ

ମୁମ୍ବାଇ: ପୁଣି ବଢ଼ିଲା ରେପୋ ରେଟ୍ । ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ପୁଣି ଥରେ ରେପୋ ରେଟ୍ ବୃଦ୍ଧି କରିଛନ୍ତି । ବୁଧବାର ରେପୋ ରେଟ୍ ୫୦ ବେସିସ୍ ପଏଣ୍ଟ ବୃଦ୍ଧି ପାଇ ୪.୯୦ ପ୍ରତିଶତ ହୋଇଛି । ମାସକ ମଧ୍ୟରେ ଲଗାତାର ଦ୍ୱିତୀୟ ଥର ପାଇଁ ରେପୋ ରେଟ୍ ବଢ଼ିଛି ।…

RBIର ଘୋଷଣା ପୂର୍ବରୁ ଏହି ବ୍ୟାଙ୍କ ସବୁ ବଢ଼ାଇଲେ ସୁଧହାର

ମୁମ୍ବାଇ: ଆହୁରି ମହଙ୍ଗା ହେବ ଋଣ । ମେ ମାସରେ ଆରବିଆଇର ଜରୁରୀ ଏମପିସି ବୈଠକ ପରେ ରେପୋ ରେଟ୍ ବଢ଼ିଥିଲା । ଏଥିସହ ସବୁ ବ୍ୟାଙ୍କ ସୁଧହାର ବଢ଼ାଇଥିଲେ । ପୁଣି ଚଳିତ ମାସରେ ରେପୋ ରେଟ୍ ବଢ଼ିବା ଆଶଙ୍କା କରାଯାଉଛି । ରେପୋ ରେଟ୍ ବଢ଼ିବା ପୂର୍ବରୁ କେତେକ ବ୍ୟାଙ୍କ ସୁଧହାର ବୃଦ୍ଧି କରିଛନ୍ତି…